ବ୍ଲକ୍ ଶିକ୍ଷାଧିକାରୀଙ୍କୁ ମାଡ଼ି ବସିଲା ଭିଜିଲାନ୍ସ !
by Argus News
Sat, Aug 31 | 10:26 a.m.

ଅର୍ଗସ ବ୍ୟୁରୋ: ଭିଜିଲାନ୍ସ ଜାଲରେ ବ୍ଲକ୍ ଶିକ୍ଷାଧିକାରୀ । ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ବାସଭବନରେ ଚଢାଉ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଉଛି ।

ଗଞ୍ଜାମ ଜିଲ୍ଲାର ଛତ୍ରପୁର ସ୍ଥିତ ସରକାରୀ କାର୍ଯ୍ୟାଳୟ, ବ୍ରହ୍ମପୁର ସହରର ରାମକୃଷ୍ଣନଗର ଓ ପୋଲସରା ବାସଭବନରେ ଏକକାଳୀନ ଚଢାଉ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ନଗଦ ୬ ଲକ୍ଷ ୫୦ ହଜାର କ୍ୟାସ ଜବତ ହୋଇଛି । ତେବେ ରାଜ୍ୟରେ ଗତ କିଛିଦିନ ହେଲାଣି ଲଗାତାର ଭିଜିଲାନ୍ସ ରେଡ୍‌ ହେଉଛି । ଆଉ ଆଜି ପୁଣି ଥରେ ରେଡ୍‌ ହୋଇଥିବାରୁ ପୁରା ରାଜ୍ୟରେ ଚର୍ଚ୍ଚା ଜୋର ଧରିଛି ।

 

 

ପେଜର ବିସ୍ଫୋରଣ
6m ago
ଲେବାନନରେ ଭୟଙ୍କର "ପେଜର ବିସ୍ଫୋରଣ", ଗଲା ୧୧ ଜଣଙ୍କ ଜୀବନ
ଅର୍ଗସ ବ୍ୟୁରୋ : ଲେବାନନରେ ଭୟଙ୍କର ପେଜର ବିସ୍ଫୋରଣ । ନିମିଷକେ ଚାଲିଗଲା ୧୧ ଜଣଙ୍କ ପ୍ରାଣ । ଏହାସହିତ ୪ ହଜାରରୁ ଅଧିକ ଆହତ ବି ହୋଇଛନ୍ତି । ଲେବନାନରେ ଥିବା ହିଜବୁଲ୍ଲାରର ସଦସ୍ୟ ଉପର
ପ୍ରଧାନମନ୍ତ୍ରୀ
14m ago
ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ମଞ୍ଜୁରୀ
ଅର୍ଗସ ବ୍ୟୁରୋ : ଆଦିବାସୀଙ୍କ ଉନ୍ନତି ଉପରେ ମୋଦି ସରକାରଙ୍କ ଫୋକସ୍ । ଆଦିବାସୀ ବହୁଳ ଅଞ୍ଚଳରେ ବିକାଶ ମୂଳକ କାମକୁ ଗତି ଦେବାକୁ ଆରମ୍ଭ ହେଉଛି ବଡ଼ ଯୋଜନା । ପ୍ରଧାନମନ୍ତ୍ରୀ ଜନଜାତି ଉନ୍ନ
ନିର୍ବାଚନ
33m ago
ସାରା ଦେଶରେ ଏକାସାଙ୍ଗରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ
ନୂଆଦିଲ୍ଲୀ : ଦେଶରେ ଏକା ସାଙ୍ଗରେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ। ଏ ନେଇ ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଅଧ୍ୟକ୍ଷତାରେ ଗଠିତ କମିଟିର ପ୍ରସ୍ତାବକୁ ମିଳିଛି ମୋଦ