ମୁମ୍ବାଇରେ ଇଣ୍ଡିଆ କେମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପମନ୍ତ୍ରୀ
by Argus News
Fri, Oct 18 | 7:59 p.m.

ଅର୍ଗସ ବ୍ୟୁରୋ : ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ କେମ୍-2024ରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଓ ଶିଳ୍ପ ମନ୍ତ୍ରୀ । ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସମସ୍ତ ନିବେଶକଙ୍କୁ ଓଡ଼ିଶାରେ ନିବେଶ ପାଇଁ ଅନୁରୋଧ କରିଛନ୍ତି। ମୋହନ ମାଝୀ କହିଛନ୍ତି ଓଡ଼ିଶାରେ ନିବେଶକମାନଙ୍କୁ ଦିଆଯିବ ହାଇଟେକ୍ ସୁବିଧା । ଓଡ଼ିଶାରେ ପୁଞ୍ଜି ନିବେଶ କରୁଥିବା ଲୋକଙ୍କୁ ସରକାର ସମସ୍ତ ସୁବିଧା ଯୋଗାଇ ଦେବେ। ପୂର୍ବ ସରକାର ଉଦ୍ୟୋଗ ଗୁଡ଼ିକୁ ଫେରାଇ ଦେବାର ରାସ୍ତା ଦେଖାଇ ଦେଉଥିଲେ, କିନ୍ତୁ ଆମ ସରକାର ସମସ୍ତଙ୍କୁ ସର୍ବୋତ୍ତମ ସୁବିଧା ପ୍ରଦାନ କରିବେ।

ଅଧିକ ପଢନ୍ତୁ ଓଡିଶା ଖବର 

ଓଡ଼ିଶାରେ ରସାୟନ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ସହିତ ବିକାଶ ମଧ୍ୟ ହେବ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କୁ ବ୍ୟକ୍ତିଗତ ଭାବେ ସାକ୍ଷାତ କରିଛନ୍ତି ବେଦାନ୍ତର ଅଧ୍ୟକ୍ଷ ଅନୀଲ୍ ଅଗ୍ରୱାଲ୍ ଓ JSWର ଚେୟାରମ୍ୟାନ୍ ସଜ୍ଜନ ଜିନ୍ଦଲ। ଆସନ୍ତାକାଲି ଆନନ୍ଦ ମହିନ୍ଦ୍ରା, କୁମାର ମଙ୍ଗଳମ ବିର୍ଲାଙ୍କ ଭଳି ଶିଳ୍ପପତି ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି ।
 

BJD
4m ago
ବିଜେଡି ହାରିବାର 3 କାରଣ କହିଲେ ଧର୍ମେନ୍ଦ୍ର
ଅର୍ଗସ ବ୍ୟୁରୋ: କାହିଁକି ହାରିଲା ବିଜେଡି । ଏହାର 3 କାରଣ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏକ ଆନ୍ତର୍ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ କେନ୍ଦ୍ରମନ୍ତ୍ର
ବିଜୟଲକ୍ଷ୍ମୀ
9m ago
ଭୁବନେଶ୍ବର ସାଂଗଠନିକ ଜିଲ୍ଲା ସଭାନେତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟଲକ୍ଷ୍ମୀ
ଅର୍ଗସ ବ୍ୟୁରୋ :ବିଜୁ ମହିଳା ଜନତା ଦଳର ଭୁବନେଶ୍ବର ସାଂଗଠନିକ ଜିଲ୍ଲା ସଭାନେତ୍ରୀ ପଦରୁ ଇସ୍ତଫା ଦେଲେ ବିଜୟଲକ୍ଷ୍ମୀ ମହାପାତ୍ର । କାରଣ ଦର୍ଶାଅ ନୋଟିସର ଉତ୍ତର ଦେବା ସହ ସେ ଏହ
ପାଣ୍ଡିଆନ୍
37m ago
ବରିଷ୍ଠ ନେତା ଅମର ଶତପଥୀଙ୍କ ପରେ ପ୍ରଫୁଲ୍ଲ ଘଡେଇ ବି ମାରିଲେ ତେରଛା ବାଣ
ଅର୍ଗସ ବ୍ୟୁରୋ : ପାଣ୍ଡିଆନ୍ ଙ୍କ ପୋଲ୍ ଖୋଲିଦେଲେ ବାବା ପ୍ରସନ୍ନ । କହିଲେ ନବୀନଙ୍କ ଚଉକି ଉପରେ ଥିଲା ପାଣ୍ଡିଆନ୍ ଙ୍କ ଆଖି । ନବୀନଙ୍କୁ ହଟାଇ ନିଜେ ମୁଖ୍ୟମନ୍ତ୍ରୀ ହେବାକୁ ଯୋଜନା କରିଥିଲ