ଆଜି ନିଜ ଜନ୍ମମାଟିକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
by Argus News
Mon, Jun 24 | 7:04 a.m.

ଅର୍ଗସ ବ୍ୟୁରୋ:  ଆଜି ନିଜ ଜନ୍ମମାଟିକୁ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ହେବା ପରେ କେନ୍ଦୁଝରକୁ ଏହା ତାଙ୍କର ପ୍ରଥମ ଗସ୍ତ। ଏଥିପାଇଁ କେନ୍ଦୁଝର ଜିଲ୍ଲା ଏବଂ ମୁଖ୍ୟମନ୍ତ୍ରୀଙ୍କ ଜନ୍ମମାଟି ରାଇକଳାରେ ଖେଳିଯାଇଛି ଆନନ୍ଦ। ମୁଖ୍ୟମନ୍ତ୍ରୀଙ୍କର ସ୍ୱାଗତ, ସମ୍ବର୍ଦ୍ଧନା ପାଇଁ ହେଉଛି ପ୍ରସ୍ତୁତି। ଜନ୍ମମାଟି ରାଇକଳାରେ ମୁଖ୍ୟମନ୍ତ୍ରୀଙ୍କୁ ପାରମ୍ପରିକ ଢଙ୍ଗରେ ସ୍ବାଗତ କରିବେ ଅଞ୍ଚଳବାସୀ। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କୁ ତାଙ୍କ ମନପସନ୍ଦର ଖାଦ୍ୟ ମଧ୍ୟ ପରସିବେ ବୋଲି କହିଛନ୍ତି ତାଙ୍କ ସମ୍ପର୍କୀୟ। ମୁଖ୍ୟମନ୍ତ୍ରୀ ନିଜ ଜନ୍ମମାଟି ରାଇକଳାରେ ହେଲିକ୍ୟାପଟର୍ ଯୋଗେ ପହଞ୍ଚି ଝୁମ୍ପୁରାରେ ଏକ ସଭାରେ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା