ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବାସଭବନ ଠିକଣା
by Argus News
Thu, Sep 19 | 11:44 a.m.

ଅର୍ଗସ ବ୍ୟୁରୋ: ବଦଳିବ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନର ଠିକଣା । ରାଜପଥ ହେବାକୁ ଯାଉଛି ମୁଖ୍ୟମନ୍ତ୍ରୀଙ୍କ ନୂଆ ଠିକଣା  । ଖୁବଶୀଘ୍ର ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ କୁ ଆସିବେ ମୋହନ ମାଝୀ । ଲୋୟର ପିଏମ୍‌ଜିରୁ ରାଜପଥ ଅଥବା ଏଜିରୁ ରାଜଭବନ ଭବନ ରାସ୍ତାକୁ ଉଠି ଆସିବ ମୁଖ୍ୟମନ୍ତ୍ରୀଙ୍କ ଠିକଣା । 

ଅଭିଯୋଗ ପ୍ରକୋଷ୍ଠ ପାଖରେ ଭିଆଇଆଇଆଇଏମ୍ ଆର୍- ୩ରେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ସରକାରୀ ବଙ୍ଗଳାରେ ରହିବେ ମୋହନ ମାଝୀ । ଏଥି ପାଇଁ ଯୁଦ୍ଧକାଳୀନ ଭିଭିରେ ନବୀକରଣ କାମ ଚାଲିଛି। 

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର 
 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ