ଅର୍ଗସ ବ୍ୟୁରୋ: ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ । ଠିକ୍ ସମୟରେ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆବଶ୍ୟକ ପଡ଼ିଲେ ନୂତନ ପ୍ରକଳ୍ପ ମଧ୍ୟ କାର୍ଯ୍ୟକାରୀ ହେବ କହିଲେ ମୁଖ୍ୟମନ୍ତ୍ରୀ । ପୁଣି ବବି ଦାସଙ୍କ ଭାଇ ଲଲଙ୍କ ଜାମିନ ଖାରଜ କଲେ SDJM । ଦାୟର ହୋଇଥିବା ଆଉ ୩ଟି ନୂଆ ମାମଲାରେ ଜାମିନ ଖାରଜ ହୋଇଛି । SDJM କୋର୍ଟରେ ୩ ନୂଆ ମାମଲା ପାଇଁ ଆବେଦନ କରିଥିଲା ପୋଲିସ ।
ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡ଼ିଶାର ଜନସାଧାରଣଙ୍କ ଧାର୍ମିକ ଓ ଆଧ୍ୟାତ୍ମିକ ଚେତନାରେ ଏହା ଏକ ପ୍ରମୁଖ ତୀର୍ଥ କ୍ଷେତ୍ର । ମହାଭାରତ, ଆଦି ଶଙ୍କରାଚାର୍ଯ୍ୟଙ୍କ ଶକ୍ତି ପୀଠ ସ୍ତବ ଏବଂ ବାମନ ପୁରାଣରେ ମଧ୍ୟ ମା’ ବିରଜାଙ୍କ ସମ୍ପର୍କରେ ବର୍ଣ୍ଣନା ରହିଛି। ନାଭି ଗୟା ଭାବରେ…
— Mohan Charan Majhi (@MohanMOdisha) November 25, 2024