କାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
by Argus News
Tue, Oct 01 | 1:04 p.m.

ଭୁବନେଶ୍ୱର: ଆସନ୍ତାକାଲିଠୁ ୨ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ବିଭାଗର ପ୍ରତିନିଧି ଦଳ ଯିବେ ଦିଲ୍ଲୀ । ଦିଲ୍ଲୀରେ 3 ତାରିଖରେ ହୋଟେଲ ତାଜ୍‌ରେ ନିବେଶକ ସମ୍ମିଳନୀରେ ସାମିଲ ହେବେ । ଜାନୁଆରି 28 ଏବଂ 29 ରେ ହେବାକୁ ଥିବା ମେକ ଇନ ଓଡିଶା `ଉତ୍କର୍ଷ ଓଡ଼ିଶା' ପୂର୍ବରୁ ରାଜ୍ୟକୁ ଆସିବା ପାଇଁ ନିବେଶକଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଉତ୍କର୍ଷ ଓଡ଼ିଶା କନକ୍ଲେଭ ପାଇଁ ଶିଳ୍ପପତି ମାନଙ୍କୁ ଭେଟି କରିବେ ଆମନ୍ତ୍ରଣ ।
 

 

SPEED 10
10m ago
Speed 10 : ଆଜିର ସବୁଠୁ ଗୁରୁତ୍ଵପୂର୍ଣ୍ଣ ଖବର
ଅର୍ଗସ ବ୍ୟୁରୋ : ଶ୍ରୀମନ୍ଦିରରେ ରୋଷେଇରେ ଲୁହା କଡ଼େଇ ବ୍ୟବହାର ନେଇ କାର୍ଯ୍ୟାନୁଷ୍ଠାନ : ୩ ସୁପକାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଶ୍ରୀମନ୍ଦିର ପ୍ରଶାସନ, ଶ୍ରୀମନ୍ଦିର ପରିସ
AMERICA
16m ago
ଇସ୍ରାଏଲକୁ ସାହାଯ୍ୟ କରିବ ଆମେରିକା ! ଚିନ୍ତାରେ ବିଶ୍ଵ ସମୂହ
ଅର୍ଗସ ବ୍ୟୁରୋ: ମଧ୍ୟ ପ୍ରାଚ୍ୟରେ ଚାଲିଛି ଘମାଘୋଟ ଯୁଦ୍ଧ । ହିଜବୁଲ୍ଲା ଉପରେ ଭୟଙ୍କର ଆକ୍ରମଣ କରୁଛି ଇସ୍ରାଏଲ । ଏହାରି ଭିତରେ ଆମେରିକା ମଧ୍ୟ ଇସ୍ରାଏଲକୁ ଖୋଲା ସମର୍ଥନ ଦେବା ସହି
CHILIKA
19m ago
ଶୁଖିଗଲାଣି ଚିଲିକା : ଚିନ୍ତାରେ ମତ୍ସଜୀବୀ
ଅର୍ଗସ ବ୍ୟୁରୋ: ଚିଲିକା । ନାଁ ଶୁଣିବା ମାତ୍ରେ ମନରେ ଛନକା ପଶେ । ପିଲାବେଳୁ ଆମେ ସମସ୍ତେ ପଢିଛନ୍ତି କି ଅକାତ ପାଣି ସେ ଗଣ୍ଡରେ କାଳିଯାଈ ତା ନାଁ । ହେଲେ ସମୟକ୍ରମେ ବଦଳିଯାଇଛ