ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବ
by Argus News
Fri, May 03 | 8:00 a.m.

ଅର୍ଗସ ବ୍ୟୁରୋ: ଚୀନର ଆଉ ଏକ ବଡ ଚନ୍ଦ୍ର ମିଶନ । ଚୀନ୍ ନିଜର ମହାକାଶଯାନକୁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବକୁ ପଠାଇବାକୁ ଯାଉଛି। ସେଠାରୁ ନମୁନା ସଂଗ୍ରହ କରିବା ପରେ ଏହି ମହାକାଶଯାନ ପୃଥିବୀକୁ ଫେରି ଆସିବ। ଏହି ମିଶନର ନାଁ ରଖାଯାଇଛି ଚାଙ୍ଗ୍ -6 । ଏହି ଯାନ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବ ଅର୍ଥାତ୍ ପୃଥିବୀ ଠାରୁ ସବୁଠାରୁ ଦୂରରେ ଥିବା ଚନ୍ଦ୍ରପୃଷ୍ଠର ଭୌଗୋଳିକ ସ୍ଥିତି ଅନୁଧ୍ୟାନ କରିବ । ଏଥିସହ ସେଠାରୁ ବାଲି, ପଥର, ମାଟିର ନମୁନା ସଂଗ୍ରହ କରି ପୃଥିବୀ ପୃଷ୍ଠକୁ ଫେରିବ। 

ପୂର୍ବରୁ ବିଭିନ୍ନ ଦେଶ ପକ୍ଷରୁ ଚନ୍ଦ୍ର ପୃଷ୍ଠରୁ ନମୁନା ସଂଗ୍ରହ କରାଯାଇଛି । କିନ୍ତୁ ଚୀନ ପକ୍ଷରୁ ପ୍ରଥମ ଥର ପାଇଁ ଚନ୍ଦ୍ରର ଅନ୍ଧକାର ପାର୍ଶ୍ବରୁ ନମୁନା ସଂଗ୍ରହ କରିବାକୁ ମିଶନ କରାଯାଇଛି। 

ଅଧିକ ପଢ଼ନ୍ତୁ ବିଦେଶ ଖବର 

ନିହଲପ୍ରସାଦ ନିକଟରେ
2m ago
ନିହଲପ୍ରସାଦ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା: ୨ମୃତ
ଅର୍ଗସ ବ୍ୟୁରୋ: ଢ଼େଙ୍କାନାଳ ଜିଲ୍ଲା ନିହଲପ୍ରସାଦ ଥାନା ଅନ୍ତର୍ଗତ ଟୋଲରପଶି ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ
ଅମିତ ଶାହ
20m ago
ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି ଅମିତ ଶାହ , ବିଶାଳ ଜନସଭାକୁ କରିବେ ସମ୍ବୋଧନ
ଢେଙ୍କାନାଳ : ଆସନ୍ତା କାଲି ପରଜଙ୍ଗ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ବିଶାଳ ଜନସଭାକୁ କରିବେ ସମ୍ବୋଧନ |ତେବେ ପରଜଙ୍ଗ ନିର୍ବାଚନ ମଣ୍ଡଳୀ କଙ୍କଡାହାଡ଼ ବ୍ଲକର ବାଟ ଗା
ମତଦାନ
24m ago
ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ: ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ
ଭୁବନେଶ୍ୱର: ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ପାଇଁ ଚାଲିଛି ଭୋଟିଂ । ଦିନ ଗୋଟାଏ ସୁଦ୍ଧା ୩୫.୩୧ ପ୍ରତିଶତ ମତଦାନ । 5 ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର