ଚିନ୍ମୟୀ ସାହୁ ମୃତ୍ୟୁ ମାମଲା; ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ 
by Argus News
Thu, Sep 19 | 7:39 p.m.

ଚିନ୍ମୟୀ ମୃତ୍ୟୁ: ସରକାରଙ୍କୁ ଜବାବ ମାଗିଲେ ହାଇକୋର୍ଟ । ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ସାହୁ ସନ୍ଦେହଜନକ ମୃତ୍ୟୁ ମାମଲା । ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ । ତଦନ୍ତର ଅଗ୍ରଗତି ନେଇ ଜବାବ ଦାଖଲ କଲେ ରାଜ୍ୟ ସରକାର । ମୃତ୍ୟୁର CBI ତଦନ୍ତ ପାଇଁ ପିଟିସନ୍ କରିଥିଲେ ଚିନ୍ମୟୀଙ୍କ ପରିବାର । କାହିଁକି CBI ତଦନ୍ତ ହେବନି ଜବାବ ଦେବାକୁ ନିର୍ଦ୍ଦେଶ । ଆସନ୍ତା ମଙ୍ଗଳବାର ପରବର୍ତ୍ତୀ ଶୁଣାଣି କରିବେ ହାଇକୋର୍ଟ । 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ