ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍
by Argus News
Fri, Jul 05 | 9:23 p.m.

ଅର୍ଗସ ବ୍ୟୁରୋ: କୁସୁମା ପ୍ରୋଜେକ୍ଟ ନେଇ କ୍ରୀଡ଼ା ବିଭାଗର ସ୍ପଷ୍ଟୀକରଣ । ଖୋଲିଲା ଯାଜପୁର ପୋରାଧ୍ୟକ୍ଷଙ୍କ ମିଛର ପୋଲ୍ । ପୌରପାଳିକାର ମିଛର ପୋଲ୍ ଖୋଲିଲା କ୍ରୀଡ଼ା ବିଭାଗ ।
ସ୍ପଷ୍ଟ କଲା କ୍ରୀଡ଼ା ବିଭାଗ - କୁସୁମା କଟେଜ୍ ସମ୍ପର୍କରେ ନାହିଁ କୌଣସି ସୂଚନା । `କୁସୁମା ପରିସରରେ କ୍ରୀଡ଼ା ବିଭାଗ ପାଣ୍ଠିରୁ ହୋଇନାହିଁ କୌଣସି ନିର୍ମାଣ’ । ଆଜି ସାମ୍ବାଦିକ ସମ୍ମିଳନୀରେ ମିଛ କହିଥିଲେ ଯାଜପୁର ପୌର ଉପାଧ୍ୟକ୍ଷ ସନ୍ତୋଷ ମଲ୍ଲିକ । 

କୁସୁମା ନଥିଲା ଜନହିତରେ, ପିଲାଙ୍କ ପାର୍କ ଭାଙ୍ଗି ନିର୍ମାଣ ହେଲା ସୌଧ
କହିଥିଲେ କ୍ରୀଡ଼ା ଭିତ୍ତିଭୂମି ନିର୍ମାଣ ପାଇଁ ରାଜ୍ୟ କ୍ରୀଡ଼ା ବିଭାଗକୁ ହସ୍ତାନ୍ତର ହୋଇଥିଲା ଜମି । ସ୍ବିମିଂ ପୁଲ୍, ସ୍ପୋର୍ଟସ କମ୍ପ୍ଲେକ୍ସ ଓ ସ୍ପୋର୍ଟସ୍ କଟେଜ୍ ନିର୍ମାଣ କରାଯାଇଥିଲା କହିଥିଲେ ପୌର ଉପାଧ୍ୟକ୍ଷ । କ୍ରୀଡ଼ା ବିଭାଗର ସ୍ପଷ୍ଟୀକରଣ ଧରାଇଦେଲା ଯାଜପୁର ପୌର ଉପାଧ୍ୟକ୍ଷଙ୍କ ମିଛ । କ୍ରୀତଦାସଙ୍କୁ ବଞ୍ଚାଇବାକୁ ଦଳ ଭାଇଙ୍କ ମିଛର ପର୍ଦ୍ଦାଫାସ୍ । ଖୋଲିଲା ବବିଙ୍କ କୁସୁମା କେଳେଙ୍କାରୀ ଓ ଯାଜପୁର ପୌରାଧ୍ୟକ୍ଷଙ୍କ ମିଛର ଗୁମର । 

 

ବିଶ୍ୱ ବିଜେତା
ବିଶ୍ୱ ବିଜେତା ଭାରତୀୟ ଦଳକୁ ମିଳିଲା ମାଳଦ୍ୱୀପର ନିମନ୍ତ୍ରଣ
ଅର୍ଗସ ବ୍ୟୁରୋ: ଟି-୨୦ କ୍ରିକେଟ ବିଶ୍ବକପ ବିଜେତା ଭାରତୀୟ ଦଳକୁ ମାଳଦ୍ବୀପ ଆମନ୍ତ୍ରଣ କରାଯାଇଛି। ଭାରତର ବିଶ୍ବକପ ବିଜୟକୁ ସେଲିବ୍ରେଟ କରିବାପାଇଁ ମାଳଦ୍ବୀପର ପର୍ଯ୍ୟଟନ ବିଭାଗ
ଆସନ୍ତା ୧୯ ଓ ୨୦ରେ
ଆସନ୍ତା ୧୯ ଓ ୨୦ରେ ପୁରୀରେ ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ହେବା ନେଇ ସୂଚନା
ଅର୍ଗସ ବ୍ୟୁରୋ: ସଂଗଠନ ଉପରେ ଅଧିକ ଗୁରୁତ୍ୱ ଦେଉଛି ବିଜେପି। ରାଜ୍ୟରେ ସରକାର ଗଠନ କରିବା ପରେ ବିଜେପି ପ୍ରଥମ କାର୍ଯ୍ୟକାରିଣୀ ବୈଠକ କରିବାକୁ ଯାଉଛି । ପୁରୀରେ ଆସନ୍ତା ୧୯ ଓ ୨୦ ତାରିଖର
ଶ୍ରୀଲଙ୍କା କ୍ରିକେଟ୍
ଶ୍ରୀଲଙ୍କା କ୍ରିକେଟ୍ ଦଳର କୋଚ୍ ହେବେ ସନଥ ଜୟସୁରିୟା
ଅର୍ଗସ ବ୍ୟୁରୋ: ଟି-୨୦ ବିଶ୍ବକପ ୨୦୨୪ରେ ନିରାଶ ଜନକ ପ୍ରଦର୍ଶନ ପରେ ଶ୍ରୀଲଙ୍କାର ମୁଖ୍ୟ କୋଚ କ୍ରିସ ସିଲଭରଉଡ ବ୍ୟକ୍ତିଗତ କାରଣ ଦର୍ଶାଇ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସ୍ଥାନ ନେବାକ