ଜଳବାୟୁ ପରିବର୍ତ୍ତନ ଆଜି ସାରା ବିଶ୍ୱ ପାଇଁ ଏକ ବଡ଼ ଆହ୍ୱାନ
by Argus News
Sun, Jun 23 | 7:31 a.m.

ଅର୍ଗସ ବ୍ୟୁରୋ:  ଜଳବାୟୁ ପରିବର୍ତ୍ତନ ଆଜି ସାରା ବିଶ୍ୱ ପାଇଁ ଏକ ବଡ଼ ଆହ୍ୱାନ ସୃଷ୍ଟି କରିଛି । ପ୍ଲାଷ୍ଟିକର ବହୁଳ ବ୍ୟବହାର,  ଜଙ୍ଗଲ କ୍ଷୟ, ମାତ୍ରାଧିକ ପ୍ରଦୂଷଣ ପରିବେଶକୁ ପ୍ରଭାବିତ କରିବା ସହ ଅନେକ ପ୍ରାକୃତିକ ବିପର୍ଯ୍ୟୟର କାରଣ ମଧ୍ୟ ପାଲଟିଛି। ତେଣୁ ଏହାର ମୁକାବିଲା କରିବା ସହ ଏକ ସୁସ୍ଥ ଏବଂ ସୁନ୍ଦର ଭବିଷ୍ୟତ ପାଇଁ ଏବେଠୁ ଉଦ୍ୟମ କରାଯିବାର ଆବଶ୍ୟକ ରହିଛି। ପୃଥିବୀକୁ ସୁସ୍ଥ ଓ ସବୁଜ ରଖିବା ବାର୍ତ୍ତା ନେଇ ଆଜି ବୁଦ୍ଧ ପାର୍କରେ ସେଭେନ୍ଥ ଆଭିନ୍ୟୁ ଓ ଷ୍ଟିଲ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡର ମିଳିତ ଉଦ୍ୟମରେ ଆରମ୍ଭ ହୋଇଛି ୱାକାଥନ ଓ ସାଇକଲଥନ। ଏହି କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ ପୃଥିବୀକୁ ସୁସ୍ଥ ଓ ସବୁଜ ରଖିବା।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ବିଜେଡି
9m ago
କୌଣସି କମିଟିରେ ନଥାଇ ବି ଦଳର ସବୁ ବୈଠକରେ ଉପସ୍ଥିତ ବବି
ଭୁବନେଶ୍ୱର: ନିର୍ବାଚନରେ ହାରିବା ପରେ ବିଜେଡି ସ୍ଥିତି ଅସମ୍ଭାଳ। ପୂର୍ବରୁ ବିଜେଡିର କାର୍ପଟଦାର ଥିବା ବବି ଦାସ ଓ ପାଣ୍ଡିଆନଙ୍କ ବିରୋଧରେ ଦଳୀୟ ନେତା ଖୁଲମଖୁଲ୍ଲା ବିଷୋଦଗା
9 ଗିରଫ
ପୋଲିସ ଉପରେ ଆକ୍ରମଣ କରିଥିବା 9 ଗିରଫ
ଅର୍ଗସ ବ୍ୟୁରୋ: ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଶୁକ୍ରବାର ଭଦ୍ରକରେ ହୋଇଥିଲା ତୁମୂଳକାଣ୍ଡ। ଆକ୍ରମଣJS ଲହୁଲୁହାଣ ହୋଇଥିଲେ ପୋଲିସ ଅଫିସର। ଏଇ ଘଟଣା ପରେ ଭଦ୍ରକ ସହରରେ ପୋଲିସ ଛାଉଣୀ ।
ସରକାର
ପୂର୍ବ ସରକାରରେ ଦୁର୍ନୀତିଖୋର ଅଫିସରଙ୍କୁ କଡ଼ା ଚେତାବନୀ
ଅର୍ଗସ ବ୍ୟୁରୋ: ମହିଳା ବିରୋଧୀ ଅପରାଧ ଉପରେ ଶୂନ୍ୟ ସହନଶୀଳ ନୀତିରେ କାମ କର । ମହିଳା, ଶିଶୁ ଓ ଦୁର୍ବଳ ଶ୍ରେଣୀ ଲୋକଙ୍କ ଉପରେ ହେଉଥିବା ଅପରାଧର ତୁରନ୍ତ ସମାଧାନ କର । ଅପରାଧୀ ଯେତ