ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 
by Argus News
Sat, Sep 28 | 2:02 p.m.

ଭୁବନେଶ୍ୱର: ଦୁଇ ଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଅକ୍ଟୋବର 30 ଓ 1 ତାରିଖ ଦୁଇ ଦିନିଆ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସେ ବିଜେପିର ପରିବର୍ତ୍ତନ ଯାତ୍ରାରେ ସାମିଲ ହେବେ । 30ରେ ପଶ୍ଚିମ ସିଂହଭୂମର ଜଗନ୍ନାଥପୁର ଓ 1 ରେ ଚାଇଁବାସାର କୋଲହାନ ଯିବା ନେଇ ସୂଚନା ମିଳିଛି । ଝାଡ଼ଖଣ୍ଡରେ ଥିବା ଓଡ଼ିଆଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ।  30 ତାରିଖରେ ଓଡ଼ିଆ ସମାଜ ସହ ରାଞ୍ଚିରେ କରିବେ ଆଲୋଚନା । ରାଞ୍ଚିରେ କରିବେ ରାତ୍ରୀ ରହଣୀ । ଏଥିସହ ଜଗନ୍ନାଥ ମନ୍ଦିରରେ ଦର୍ଶନ କରିବେ ।
 

ଆହୁରି ପଢନ୍ତୁ ଓଡିଶା ଖବର...

ପ୍ଲାଣ୍ଟରେ ବିସ୍ଫୋରଣ
22m ago
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
37m ago
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍