ରାଇକଳାରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
by Argus News
Sun, Oct 13 | 11:07 a.m.

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୩ ଦିନିଆ କେନ୍ଦୁଝର ଗସ୍ତର ଆଜି ଦ୍ବିତୀୟ ଦିନ । ସକାଳେ କେନ୍ଦୁଝର ସର୍କିଟ୍ ହାଉସ୍ ରୁ ବାହାରି ପୈତୃକ ଗ୍ରାମ ରାଇକଳାରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ । ଗାଁ ଲୋକେ ତାଙ୍କୁ ଭବ୍ୟ ସ୍ବାଗତ କରିଛନ୍ତି । ଆଜି ମୁଖ୍ୟମନ୍ତ୍ରୀ ସ୍ଥାନୀୟ ଅଞ୍ଚଳରେ ବିଭିନ୍ନ ପୂଜା ମଣ୍ଡପକୁ ଯିବେ । ଦିନ ୧୨ଟା ୩୦ରେ ଝୁମ୍ପୁରା, ଅପରାହ୍ନ ୩ଟା ୩୦ରେ ସୁନାରିପଶି ଓ ୪ଟା ୩୦ରେ ଉଖୁଣ୍ଡା ଦୁର୍ଗାପୂଜା ମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି ।

ଆହୁରି ପଢନ୍ତୁ ଓଡିଶା ଖବର...
 

କଂଗ୍ରେସକୁ
କଂଗ୍ରେସକୁ ଜୋରଦାର୍‌ ଝଟ୍‌କା: ଏନସିପିରେ ଯୋଗ ଦେଲେ ବାବା ସିଦ୍ଦିକିଙ୍କ ପୁଅ
ଅର୍ଗସ ବ୍ୟୁରୋ: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପ୍ରଚାର ମଧ୍ୟରେ କଂଗ୍ରେସକୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ପିତାଙ୍କ ପଥ ଅନୁସରଣ କରି ବରିଷ୍ଠ କଂଗ୍ରେସ ନେତା ବାବା ସିଦ୍ଦିକିଙ୍କ ପୁ
ସଡକ ଦୁର୍ଘଟଣାରେ
ସଡକ ଦୁର୍ଘଟଣାରେ ଯୁବକ ମୃତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ଥାନା ଅନ୍ତର୍ଗତ ଆଇତିପୁର ପଞ୍ଚାୟତର ବଡଖେତା ଗ୍ରାମର ରାଜେଶ ମିଶ୍ର ଓରଫ ମୁନା ଆଜି ଆଇତିପୁର ଗ୍ରାମରୁ ଏକ ସ୍କୁଟି ଚଲାଇ ଦେବୀଝର ଅଭିମୁଖେ ଯାଉଥିଲେ। ତେବ
କୋହଲିଙ୍କୁ
କୋହଲିଙ୍କୁ ନଚାଉଛନ୍ତି ସ୍ପିନର୍ସ: ୨୬ ପାଳିରେ ୨୧ଥର ଆଉଟ୍‌
ଅର୍ଗସ ବ୍ୟୁରୋ: ପୁଣେର ମହାରାଷ୍ଟ୍ର କ୍ରିକେଟ୍ ଆସୋସିଏସନ୍ ଷ୍ଟାଡିୟମ୍‌ରେ ଖେଳାଯାଉଛି ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ । ଶୁକ୍ରବା