ନୂଆଁଖାଇରେ ସମ୍ବଲପୁର ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
by Argus News
Sat, Sep 07 | 1:45 p.m.

ସମ୍ବଲପୁର: ଆସନ୍ତାକାଲି ନୂଆଁଖାଇରେ ସମ୍ବଲପୁର ଆସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମଧ୍ୟାହ୍ନ ୧ ଟାରୁ ୨ ଟା ମଧ୍ୟରେ ସମ୍ବଲପୁର ପହଁଚି ପ୍ରଥମେ ମା' ସମଲେଶ୍ଵରୀଙ୍କୁ ଦର୍ଶନ କରିବେ । ପରେ ମାରାଓ୍ବାଡି ସମାଜ, ଓଡିଶା ସାସ୍କୁତିକ ସମାଜ , ନନ୍ଦପଡାର ଚିତ୍ରୋତ୍ପଳା ଯୁବକ ସଂଘ ଓ ସମଲେଶ୍ଵରୀ ଯୁବକ ସଂଘ ପକ୍ଷରୁ ଆୟୋଜିତ ନୂଆଁଖାଇ ଭେଟ ଘାଟ କାର୍ଯ୍ୟକ୍ରମରେ ଯୋଗ ଦେବେ । ପରେ ଅପରାହ୍ନ ସାଢେ ୪ ଟାରେ  ଜିଏମୟୁନିଭର୍ସିଟି ଅଡିଟୋରିୟମରେ ଆୟୋଜିତ ହେବାକୁ ଥିବା ସିଏମ କିଶାନ ଯୋଜନା ଶୁଭାରମ୍ଭ କରିବେ । 


 

ପ୍ରଥମ ଟେଷ୍ଟ
ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ
ନୂଆଦିଲ୍ଲୀ: ଆସନ୍ତାକାଲି ଭାରତ -ବାଲାଂଦେଶ ପ୍ରଥମ ଟେଷ୍ଟ। ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟର ଟକ୍କର । ରୋହିତ ଶର୍ମାଙ୍କ ନେତୃତ୍ବର
ମଙ୍କିପକ୍ସ
ଭାରତରେ ଆଉ ଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ: ଭାରତରେ ଆଉଜଣେ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ଘର କେରଳରେ । ସେ କିଛି ଦିନତଳେ ୟୁଏଇରୁ ଫେରିଛନ୍ତି । ତାଙ୍କୁ ଆଇସୋଲେସନରେ ରଖ
ଚନ୍ଦ୍ରଯାନ
ଚନ୍ଦ୍ରଯାନ ୪ର ମିଶନ ପାଇଁ କେନ୍ଦ୍ର କ୍ୟାବିନେଟ୍‌ର ମଂଜୁରୀ
ନୂଆଦିଲ୍ଲୀ: ମହାକାଶରେ ଆହୁରି ଶକ୍ତିଶାଳୀ ହେବ ଭାରତ । ଚନ୍ଦ୍ରଯାନ ୪ ମିଶନକୁ କେନ୍ଦ୍ର କ୍ୟାବିନେଟର ମିଳିଛି ମଂଜୁରୀ । ବହୁ ପ୍ରତିକ୍ଷୀତ ଏହି ମିଶନ ପାଇଁ ୨୧୦୪କୋଟି ଟଙ୍କା ବ୍ୟ