ଆଜି ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
by Argus News
Wed, Apr 24 | 7:14 a.m.

ଅର୍ଗସ ବ୍ୟୁରୋ : ଆଜି ଗଞ୍ଜାମ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ନିଜସ୍ବ ନିର୍ବାଚନ ମଣ୍ଡଳି ହିଞ୍ଜିଳିକାଟୁର ଶେରଗଡ଼ରେ ପହଞ୍ଚିବେ । ୧୦ଟା ୩୦ ହିଞ୍ଜିଳି ଓ ପୂର୍ବାହ୍ନ ୧୧.୧୫ରେ ଶେରଗଡ଼ରେ ପହଞ୍ଚିବେ ନବୀନ । ହିଞ୍ଜିଳିରେ ଆୟୋଜିତ ଏକ ଜନସଭାରେ ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିବେ । 

ଅଧିକ ପଢନ୍ତୁ ଓଡିଶା ଖବର

ସାଢ଼େ ୧୧ଟାରେ ଶେରଗଡ଼ରେ ବି ସେ ଉଦବୋଧନ ଦେବେ । ଆସନ୍ତା ୩୦ ତାରିଖରେ ହିଞ୍ଜିଳି ବିଧାନସଭା ଆସନ ଲାଗି  ମୁଖ୍ୟମନ୍ତ୍ରୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ । ସେହିଦିନ ସେ ତାରାତାରିଣୀ ଦର୍ଶନ କରିବେ ଏବଂ ପ୍ରାର୍ଥିପତ୍ର ଦାଖଲ ପରେ ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବେ ନେଇ ସୂଚନା ମିଳିଛି ।

SECOND
42m ago
ଶନିବାର ଥମିଛି ପ୍ରଚାର, ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ
ଅର୍ଗସ ବ୍ୟୁରୋ: ଆସନ୍ତାକାଲି ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଶନିବାର ଥମିଛି ପ୍ରଚାର । ସମସ୍ତ ବଳ ଲଗାଇ ଦେଇଛନ୍ତି ପ୍ରାର୍ଥୀ । ଜନତାଙ୍କ ମନ ଜିତିବା ସହ ବିକାଶ ଓ ନି
LOW PRESSURE
ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା, ପାଣିପାଗ ବିଭାଗର ସୂଚନା
ଅର୍ଗସ ବ୍ୟୁରୋ: ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲ
IPL-2024
ରୋମାଞ୍ଚକର ସ୍ଥିତିରେ IPL-2024, ପ୍ଲେଅଫ୍‌ରେ ଆର୍‌ସିବି
ଅର୍ଗସ ବ୍ୟୁରୋ: ରୋମାଞ୍ଚକର ସ୍ଥିତିରେ IPL-2024 । ପ୍ଲେଅଫ୍‌ରେ ଆର୍‌ସିବି । ଚେନ୍ନାଇ ସୁପର୍ କିଙ୍ଗ୍ସକୁ ପଛକୁ ହଟାଇ ଅପ୍ରତ୍ୟାଶିତ ଭାବେ ପ୍ଲେଅଫ୍ ଯୋଗ୍ୟତା ଅର୍ଜ