ପ୍ରଧାନମନ୍ତ୍ରୀଙ୍କୁ ଫୋନ କଲେ ମୁଖ୍ୟମନ୍ତ୍ରୀ  
by Argus News
Mon, Dec 04 | 1:03 p.m.

ଅର୍ଗସ ବ୍ୟୁରୋ: ମୋଦିଙ୍କୁ ଫୋନ କଲେ ନବୀନ । 3 ରାଜ୍ୟରେ ବିଜେପିର ବୃହତ ବିଜୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମଧ୍ୟପ୍ରଦେଶ, ରାଜସ୍ଥନ ଓ ଛତିଶଗଡରେ ବିଜେପିର ବୃହତ ବିଜୟ ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ । 

ସବୁ କଳ୍ପନା ଜଳ୍ପନାକୁ ଭୂଲ୍ ସାବ୍ୟସ୍ତ କରିଛି ମୋଦି ମ୍ୟାଜିକ୍ ।  4 ରାଜ୍ୟର ବିଧାନସଭା ନିର୍ବାଚନର ଫଳାଫଳ ଦେଶବାସୀଙ୍କ ସାମ୍ନାରେ । ଛତିଶଗଡ଼ ଓ ରାଜସ୍ଥାନରେ କଂଗ୍ରେସ ସରକାରକୁ କ୍ଷମତାଚ୍ୟୁତ କରି ଶାସନର ମଙ୍ଗ ଧରିବାକୁ ଯାଉଛି ଭାରତୀୟ ଜନତା ପାର୍ଟି। ସେପଟେ ମଧ୍ୟପ୍ରଦେଶରେ ବୃହତ ବିଜୟ ହାସଲ କରିଛି ବିଜେପି। ରାଜସ୍ଥାନ ଏବଂ ମଧ୍ୟପ୍ରଦେଶରେ ହେଭିୱେଟଙ୍କୁ ଉତାରି ବିଜେପି ଯେଉଁ ଷ୍ଟ୍ରାଟେଜି ଆପଣାଇଥିଲା ତାହା କାରିଗର ସାବ୍ୟସ୍ତ ହୋଇଛି। 

ରାଜସ୍ଥାନର ପ୍ରାର୍ଥୀ ମହନ୍ତ ବାଲକନାଥ୍ ଙ୍କୁ ନେଇ ପ୍ରବଳ ଚର୍ଚ୍ଚା
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ