ଅର୍ଗସ ବ୍ୟୁରୋ: ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ପ୍ରସ୍ତୁତିର ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଲୋକସେବା ଭବନ କନଭେନସନ୍ ସେଣ୍ଟର ଏବଂ ରାଜ୍ୟ ଅତିଥି ଭବନରେ ପ୍ରସ୍ତୁତିର ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଉପସ୍ଥିତ ଥିଲେ ଉପମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ, ମୁଖ୍ୟ ଶାସନ ସଚିବ ଓ ପୋଲିସ ଡିଜି । ଆସନ୍ତାକାଲିଠାରୁ ଭୁବନେଶ୍ବରରେ ଡିଜିପି ସମ୍ମିଳନୀ ଆରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହମନ୍ତ୍ରୀଙ୍କ ସହ ସାମିଲ ହେବେ ସବୁ ରାଜ୍ୟର ପୋଲିସ ମହାନିର୍ଦ୍ଦେଶକ ।
ଅଧିକ ପଢ଼ନ୍ତୁ ଓଡିଶା ଖବର: