ନଦୀରେ ବୁଡ଼ିଯାଇ କଲେଜ ଛାତ୍ରଙ୍କ ମୃତ୍ୟୁ
by Argus News
Wed, Feb 21 | 8:26 p.m.

କେନ୍ଦୁଝର: ନଦୀରେ ବୁଡ଼ିଯାଇ କଲେଜ୍ ଛାତ୍ରଙ୍କ ମୃତ୍ୟୁ। କେନ୍ଦୁଝର ଜିଲ୍ଲା ଘସିପୁରା ଥାନା ଗୁହାଳିଆ ଗ୍ରାମ ର ରଞ୍ଜିତ ଜେନା ବୈତରଣୀ ନଦୀର କୁଣ୍ଡେଶ୍ୱର ଘାଟରେ ବୁଡିଯାଇ ମୃତ୍ୟୁ ବରଣ କରିଛନ୍ତି । ରଞ୍ଜିତ ଜେନା ସାଙ୍ଗ ମାନଙ୍କ ସହ ଗାଧୋଇ ଯାଇଥିବା ବେଳେ ନଦୀ ରେ ବୁଡି ଯାଇଥିଲେ ।

ଖବରପାଇ ସ୍ଥାନୀୟ ଲୋକେ ଦମକଳ ବାହିନୀ ସହାୟତା ରେ ଉଦ୍ଧାର କରି ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ରଞ୍ଜିତ ସ୍ଥାନୀୟ ଟୁକୁଣା ସଂସ୍କୃତ ମହାବିଦ୍ୟାଳୟରେ+୩ ରେ ଅଧ୍ୟୟନ କରୁଥିଲେ ।  ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରୁଥିବା ବେଳେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। 
ଅଧିକ ପଢନ୍ତୁ ଓଡିଶା  ଖବର 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ