ଆସୁଛି ଦାନା:  ସବୁ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ  
by Argus News
Mon, Oct 21 | 11:41 a.m.

ଜଗତସିଂହପୁର: ବାତ୍ୟାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲାରେ ସବୁ ସରକାରୀ ଅଧିକାରୀ  କାର୍ଯ୍ୟାଳୟ ଛୁଟି ବାତିଲ ହୋଇଛି। ସବୁ ସ୍ଥାନରେ ସତର୍କ ରହିବାକୁ ବ୍ଲକ୍ ଅଧିକାରୀ ଙ୍କୁ ସୂଚନା ଦିଆଯାଇଛି। ବାତ୍ୟା ଆଶ୍ରୟ ସ୍ଥଳକୁ ଚେକ୍ କରାଯାଇଛି। ଆଜି ଠାରୁ ଦୁଇ ଦିନ ପର୍ଯ୍ୟନ୍ତ ଜିଲ୍ଲାପାଳ ସମେତ ସମସ୍ତ ଅଧିକାରୀ ସବୁ ସ୍ଥାନକୁ ଯିବାକୁ ନିର୍ଦ୍ଦେଶ ଜାରି ରହିଛି। ପାନୀୟ ଜଳ ସୁବିଧା ରହିଛି। 

ଖାଦ୍ୟ ର ଅଭାବୀ ନହେବାକୁ ବିଭାଗୀୟ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗର୍ଭବତୀ ମହିଳା ଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି। ଆଜି ସୁଦ୍ଧା ସମସ୍ତ ମର୍ତ୍ସଯିବି ଫେରି ଆସିବା କୁ ନିର୍ଦ୍ଦେଶ ଦିଆଯାଇଛି। 26 ଗୋଟି ପାୱାର ବୋଟ ରହିଛି। ଜିଲ୍ଲାରେ Odrf ଟିମ୍ ଅଛନ୍ତି। ଦରକାର ପଡ଼ିଲେ 2ଟି Ndrf ଟିମ୍ ଆସିବେ। ବିଦ୍ୟୁତ୍ ବିଭାଗ ସହ ଆଲୋଚନା ଶେଷ ହୋଇଛି। ବିଶେଷ କରି କୁଜଙ୍ଗ,ବାଲିକୁଦା,ଏରସମା, ପାରାଦୀପ କୁ ବିଶେଷ ଧ୍ୟାନ ଦିଆଯିବ। କଳା ବଜାରି ଉପରେ ଧ୍ୟାନ ଦିଆଯିବ। 

ଅଧିକ ପଢନ୍ତୁ ଓଡ଼ିଶା  ଖବର 
 

ବାତ୍ୟାକୁ ନେଇ ରାଜ୍ୟ
ବାତ୍ୟାକୁ ନେଇ ରାଜ୍ୟ ସରକାରଙ୍କ ଘୋଷଣା, ଏହି ୧୪ ଜିଲାରେ ବନ୍ଦ ରହିବ ସ୍କୁଲ
ଅର୍ଗସ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ନେଇ ରାଜ୍ୟ ସରକାର ସୋମବାର ସ୍କୁଲ ଛୁଟି ଘୋଷଣା କରିଛନ୍ତି। ୨୩ରୁ ୨୫ ତାରିଖ ଯାଏ ସ୍କୁଲ ବନ୍ଦ ରହିବ। ସ୍ବତନ୍ତ୍ର ରିଲିଫ କମିଶନରଙ୍କ ପକ୍ଷରୁ ପ୍ରଭାବି
ମୁଖ୍ୟମନ୍ତ୍ରୀଙ୍କ
ମୁଖ୍ୟମନ୍ତ୍ରୀଙ୍କ ଢ଼େଙ୍କାନାଳ ଗସ୍ତ
ଅର୍ଗସ ବ୍ୟୁରୋ: ଆଜି ଢ଼େଙ୍କାନାଳ ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ହେଲିକପ୍ଟର ଯୋଗେ ସନ୍ଧ୍ୟା ୫ଟା ସମୟରେ ଢେଙ୍କାନାଳରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ର
ନ୍ୟୁଜିଲାଣ୍ଡଠାରୁ
ନ୍ୟୁଜିଲାଣ୍ଡଠାରୁ ହାରିବା ପରେ ସ୍ତ୍ରୀଙ୍କ ସହ କୀର୍ତ୍ତନ କଲେ ବିରାଟ କୋହଲି
ଅର୍ଗସ ବ୍ୟୁରୋ: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଉଥିବା ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଦ୍ୱିତୀୟ ଟେଷ୍ଟ ମ୍ୟାଚ ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ