ଅଭିଯୁକ୍ତଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ
by Argus News
Sat, Apr 13 | 1:14 p.m.

ଅର୍ଗସ ବ୍ୟୁରୋ:  ବାଲେଶ୍ୱର ଅବକାରୀ ବିଭାଗ ନାଁରେ ଅଭିଯୋଗ। ଅଭିଯୁକ୍ତଙ୍କୁ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ବାଲେଶ୍ୱରର ଜଣାଶୁଣା ମଦ ବ୍ୟବସାୟୀ ନବ କିଶୋର ରାୟଙ୍କ ଉପରେ ଅବକାରୀ ବିଭାଗର ମାତ୍ରାଧିକ କାର୍ଯ୍ୟନୁଷ୍ଠାନକୁ ନେଇ ଅଭିଯୋଗ ହୋଇଛି। ଅବକାରୀ ବିଭାଗ ବ୍ୟବସାୟୀ ନବ କିଶୋର ରାୟଙ୍କୁ ଏକ୍ପପାରୀ ବିଅର ରଖିବା ଘଟଣାରେ ଗିରଫ କରିଥିଲା ।

ଦୀର୍ଘ ସମୟ ବିତିଯାଇଥିବା ପରେ ମଧ୍ୟ କୋର୍ଟ ଫରଓ୍ବାର୍ଡ କରି ନଥିଲା ଅବକାରୀ ବିଭାଗ। ତେବେ ଶକ୍ରବାର ତାଙ୍କୁ ଗୁରୁତର ଅବସ୍ଥାରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ନବଙ୍କୁ ପୋଲିସ ପକ୍ଷରୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ଆଣିଛନ୍ତି ପରିବାର ଲୋକେ। ସେପଟେ ଅଭିଯୋଗକୁ ଖଣ୍ଡନ କରିଛନ୍ତି ଜେଲ୍ ସୁପରିଟେଣ୍ଡେଣ୍ଟ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ