ନ୍ୟାୟ ନପାଇ ଥାନା ଆଗରେ ଧାରଣା
by Argus News
Thu, Feb 08 | 4:13 p.m.

ଅର୍ଗସ ବ୍ୟୁରୋ:  ନ୍ୟାୟ ନପାଇ ଥାନା ଆଗରେ ଧାରଣା। କଟକ ଯୋଡୁମୁ ଥାନା ଅନ୍ତର୍ଗତ ବାରଭାୟା ଗ୍ରାମର ସଂସାରୀ ପ୍ରତିହାରୀ । ସଂସାରୀଙ୍କ ଠାରୁ ଶରତ ପ୍ରଧାନ ନାମକ ଜଣେ ବ୍ୟକ୍ତି ଧାର ନେଇଥିଲେ। ତେବେ ଧାର ଟଙ୍କା ମାଗିବାରୁ ସଂସାରୀଙ୍କ ଘର ଉପରେ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣରେ ସଂସାରୀଙ୍କ ପତ୍ନୀ ରୀନା ଗୁରୁତର ଆହତ ହୋଇ କଟକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।

ଏନେଇ ସଂସାରୀ ଯୋଡୁମୁ ଥାନାରେ ଅଭିଯୋଗ କରିଥିଲେ। ତେବେ ଥାନାରୁ ନ୍ୟାୟ ନପାଇବାରେ ଶେଷରେ ସେ ଆଠଗଡ଼ ଉପଖଣ୍ଡ ପୋଲିସ ଅଧିକାରୀଙ୍କ ନିକଟରେ ଅଭିଯୋଗ କରିବା ସହ ଧାରଣାରେ ବସିଥିଲେ ସଂସାରୀଙ୍କ ପରିବାର। ପୋଲିସ ନ୍ୟାୟ ଦେବା ପାଇଁ ପ୍ରତିଶୃତି ଦେବା ପରେ ଧାରଣା ହଟିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର: 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ