ମେଡିକାଲ ଛାତରୁ କଂକ୍ରିଟ ଖସି ରୋଗୀ ଗୁରୁତର
by Argus News
Mon, Mar 25 | 5:50 p.m.

କେନ୍ଦୁଝର : ମେଡ଼ିକାଲ ଛାତରୁ ସିଲିଂ ଏବଂ କଂକ୍ରିଟ ଖସି ରୋଗୀ ଗୁରୁତର। ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ। ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟର ପୁରୁଷ ବିଭାଗରେ ଗତକାଲି ଠାରୁ ହାଟଡିହି ବ୍ଲକ ଢେଙ୍କା ପଞ୍ଚାୟତ ବାରିଗାଁ ର ନାରାୟଣ ନାହାକ ଙ୍କ ପୁଅ ରାଜେଶ ନାହାକ ଚିକିତ୍ସିତ ହେଉଥିଲେ। ଶରୀର ରେ ରକ୍ତ ର ଅଭାବ ଯୋଗୁ ରକ୍ତ ନେଉଥିଲେ ।

ଅଧିକ ପଢନ୍ତୁ : କାନ୍ଥ ପଡି ପୁଅ ମୃତ, ବାପା ମା' ଗୁରୁତର

ଆଜି ବ୍ଲଡ଼ ନେଉଥିବା ସମୟରେ ହଠାତ ଛାତରୁ କଂକ୍ରିଟ ଖସି ରାଜେଶ ଙ୍କ ମୁଣ୍ଡ ରେ ପଡ଼ିଥିଲା। ଏଭଳି କଂକ୍ରିଟ ଖସିବାରୁ ଡ଼ାକ୍ତରଖାନା କୁ ଚିକିତ୍ସା ପାଇଁ ଆସୁଥିବା ରୋଗୀ ଭୟଭୀତ ଅବସ୍ଥାରେ ଥିବା କଥା କହିଛନ୍ତି ରାଜେଶ ଙ୍କ ବାପା । ଏହାର ତୁରନ୍ତ ମରାମତି କରିବା ପାଇଁ ଦାବି ମଧ୍ୟ କରିଛନ୍ତି। 
 

RAHUL
ବଲାଙ୍ଗିର ଜନସଭାରେ ଯୋଗ ଦେବେ ରାହୁଲ
ଅର୍ଗସ ବ୍ୟୁରୋ: ଓଡିଶା ଆସୁଛନ୍ତି ରାହୁଲ ଗାନ୍ଧି। ମେ’ ୧୫ ରେ ବଲାଙ୍ଗିର ଜନସଭାରେ ଯୋଗ ଦେଇ ରାହୁଲ ସମ୍ବୋଧନ କରିବେ ଓ ସେଠାରୁ ବାଇକ ରାଲି ସହ ସବୁଠି ପ୍ରଚାର କର
NAVEEN PATNAIK
ନବୀନଙ୍କୁ ଫଶାଇଦେଲା ଭାରତ ରତ୍ନ ପ୍ରସଙ୍ଗ !
ଅର୍ଗସ ବ୍ୟୁରୋ : ସ୍ଵାର୍ଥପରର ସୀମାପାର କଲେଣି ମୁଖ୍ୟମନ୍ତ୍ରୀ । ଓଡ଼ିଶା ପାଇଁ ବିଜୁ ବାବୁଙ୍କ ଅନେକ ଅବଦାନ ଅଛି ଆମେ ଜମାରୁ ଅସ୍ଵୀକାର କରୁନୁ । ହେଲେ ରାଜ୍ୟରେ ଶହଶହ ବରପୁତ୍ର ଅଛନ୍ତି
PURI
ରତ୍ନଭଣ୍ଡାର ଚାବି ହଜାଇଛି କିଏ ?
ଅର୍ଗସ ବ୍ୟୁରୋ: ନବୀନ ବାବୁ କହିଲେ ଓଡ଼ିଆଙ୍କ ପାଇଁ ଚିନ୍ତା କରନ୍ତିନି ମୋଦି । ହେଲେ ପ୍ରକୃତରେ ଓଡ଼ିଆଙ୍କ ଲାଗି ଚିନ୍ତା କରନ୍ତି କିଏ ? ସେନେଇ ଗୋଟି ଗୋଟି ଗୁମର ଖୋଲିଦେଲେ ଧର୍ମେନ୍ଦ୍ର