ରଣକ୍ଷେତ୍ର ପାଲଟିଲା ଗଣିଆ ବିଜେଡି ବିକାଶ ସମାବେଶ  
by Argus News
Tue, Feb 27 | 12:33 p.m.

ନୟାଗଡ଼ :  ରଣକ୍ଷେତ୍ର ପାଲଟିଲା ଗଣିଆ ବିଜେଡି ବିକାଶ ସମାବେଶ । ରୋଷେଇ ଶାଳାରେ ଖାଇବା ସରିଯିବାରୁ ଦୁଇ ଗୋଷ୍ଠୀ ମୁହାଁମୁହିଁ । ଠେଙ୍ଗା ଓ ବାଡ଼ିରେ ମାରପିଟ୍ । ନୟାଗଡ଼ ଜିଲ୍ଲା ଦଶପଲ୍ଲା ଗଣିଆଠାରେ ବିଜେଡିର ବିକାଶ ସମାବେଶ ହୋଇଥିଲା ।... ଯେଉଁଥିରେ ହଜାର ହଜାର ସଂଖ୍ୟାରେ କର୍ମୀ ଯୋଗ ଦେଇଥିଲେ ।

ଖାଦ୍ୟ ସରିଯିବାକୁ କେନ୍ଦ୍ର କରି ବିଜେଡି କର୍ମୀଙ୍କ ଭିତରେ ଗଣ୍ଡଗୋଳ ଉଗ୍ରରୂପ ଧାରଣ କରିଥିଲା । ପ୍ରାୟ ଘଣ୍ଟାଏ ଧରି ବିଜେଡ଼ି କର୍ମୀଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ବିଜେଡ଼ି ସଭାପତି ରମେଶ ଚନ୍ଦ୍ର ବେହେରାଙ୍କ ସମେତ ନୟାଗଡ଼ ବିଧାୟକ ଅରୁଣ ସାହୁ ଓ ପ୍ରମୁଖ ବିଜେଡ଼ି କାର୍ଯ୍ୟକର୍ତା ଉପସ୍ଥିତ ଥିଲେ ।

ଅଧିକ ପଢନ୍ତୁ ଓଡ଼ିଶା ଖବର 

 

TIGER
14m ago
ବାରିପଦା ସହରରେ କଲରାପତରିଆ ବାଘ ଆତଙ୍କ
ଅର୍ଗସ ବ୍ୟୁରୋ: ବାରିପଦା ସହରରେ ବାଘ ଆତଙ୍କ ।ଏହା ଏକ କଲରା ପତରିଆ ବାଘ ବୋଲି ପ୍ରତ୍ୟକ୍ଷଦର୍ଶୀ ଙ୍କ ପକ୍ଷରୁ ସୂଚନା । ଆଜି ସକାଳ ୬.୪୦ ମିନିଟ ସମୟରେ ସହରର ଭଞ୍ଜପୁ
HEAT WAVE
36m ago
ଆହୁରି ଦୁଇ ସପ୍ତାହ ତତେଇବା ତାତି
ଅର୍ଗସ ବ୍ୟୁରୋ: ଆଗାମୀ ଦୁଇ ସପ୍ତାହ ଯାଏଁ ତାତିରୁ ନାହିଁ ନିସ୍ତାର । ବାୟୁମଣ୍ଡଳର ମଧ୍ୟ ଏବଂ ଉପରିଭାଗରେ ଶୁଷ୍କ ପଶ୍ଚିମା ବାୟୁର ପ୍ରବାହ ବୃଦ୍ଧି, ତଥା ସାମୁଦ୍ରିକ ବାୟୁ ପ୍ରବା
SP
ସପା ଓ କଂଗ୍ରେସ ମିଳିତ ଭାବେ ଦୁର୍ନୀତିର ଦୋକାନ ଚଳାଇବାକୁ ଚାହୁଁଛନ୍ତି: ମୋଦି
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶରେ ମୋଦିଙ୍କ ମାରାଥନ ପ୍ରଚାର । ୟୁପିର ଲାଲଗଞ୍ଜ, ଭଦହୀ, ଜୈନପୁର ଓ ଆଜମଗଡ଼ରେ ନିର୍ବାଚନୀ ଜନସଭାରୁ ବିରୋଧୀ ସମାଜବାଦୀ ପାର୍ଟି ସମେତ ଇଣ୍ଡି ମେଣ୍