୪୯ ବିଧାନସଭା ଓ ୮ଟି ଲୋକସଭା ପ୍ରାର୍ଥୀ ଘୋଷଣା
by Argus News
Tue, Apr 02 | 3:01 p.m.

ଅର୍ଗସ ବ୍ୟୁରୋ : କଂଗ୍ରେସର ଆସିଲା ପ୍ରଥମ ପ୍ରାର୍ଥୀ ତାଲିକା । ତାଲିକାରେ ୪୯ ବିଧାନସଭା ଓ ୮ଟି ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା । କୋରାପୁଟରୁ ପୁଣି ଲୋକସଭା ଲଢ଼ିବେ ସପ୍ତଗିରି ଉଲାକା । ନବରଙ୍ଗପୁରରୁ ଭୁଜବଳ ମାଝୀ ଓ କଳାହାଣ୍ଡିରୁ ଦ୍ରୌପଦୀ ମାଝୀଙ୍କୁ ସୁଯୋଗ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ସେହିଭଳି ପିସିସି ସଭାପତି ଶରତ ପଟ୍ଟନାୟକ ନୂଆପଡ଼ା ଆସନରୁ ପ୍ରାର୍ଥୀ ହୋଇଥିବା ବେଳେ ବଲାଙ୍ଗୀର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଛନ୍ତି ନରସିଂହ ମିଶ୍ରଙ୍କ ପୁଅ ସମରେନ୍ଦ୍ର ମିଶ୍ର । ପୁଣି ଥରେ ସାନଖେମୁଣ୍ଡିରୁ ରମେଶ ଜେନା କଂଗ୍ରେସ ପ୍ରାର୍ଥୀ କରିଛି । ବିଜୟ ପଟ୍ଟନାୟକଙ୍କୁ ପାରଳାଖେମୁଣ୍ଡିରୁ ପ୍ରାର୍ଥୀ କରିଛି । ତାରା ବାହିନୀପତିଙ୍କୁ ଜୟପୁର ଆସନରୁ ଦଳ ପ୍ରାର୍ଥୀ କରିଥିବା ବେଳେ ହକି ତାରକା ପ୍ରବୋଧ ତୀର୍କିଙ୍କୁ ତଳସରାରୁ ଦଳ ମୈଦାନକୁ ଓହ୍ଲାଇଛି । 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ