୪୯ ବିଧାନସଭା ଓ ୮ଟି ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା କଲେ କଂଗ୍ରେସ
by Argus News
Wed, Apr 03 | 7:12 a.m.

ଅର୍ଗସ ବ୍ୟୁରୋ:  ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି କଂଗ୍ରେସ । ୪୯ ବିଧାନସଭା ଓ ୮ଟି ଲୋକସଭା ପାଇଁ ପ୍ରାର୍ଥୀ ଘୋଷଣା । ବିଧାନସଭା ଆସନରେ ନୂଆପଡ଼ାରୁ ଲଢିବେ ଶରତ ପଟ୍ଟନାୟକ । ନର୍ଲାରୁ ଭକ୍ତଚରଣ ଦାସ, ଲାଞ୍ଜିଗଡ଼ରୁ ବଳଭଦ୍ର ମାଝୀ ମୈଦାନକୁ ଓହ୍ଲାଇବେ । ସେହିପରି ପାରଳାଖେମୁଣ୍ଡିରୁ ବିଜୟ ପଟ୍ଟନାୟକ, ଜୟପୁରରୁ ତାରାପ୍ରସାଦ ବାହିନୀପତି, ପଟ୍ଟାଙ୍ଗିରୁ ରାମାଚନ୍ଦ୍ର କାଡାମଙ୍କୁ ପ୍ରାର୍ଥୀ କରିଛି କଂଗ୍ରେସ ।

ଲୋକସଭା ଆସନରେ କୋରାପୁଟରୁ ସପ୍ତଗିରି ଉଲାକା, ନବରଙ୍ଗପୁରରୁ ଭୁଜବଳ ମାଝୀ, କଳାହାଣ୍ଡିରୁ ଦ୍ରୌପଦୀ ମାଝୀ, ବରଗଡ଼ରୁ ସଞ୍ଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରି ଲଢିବେ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ମୁମ୍ବାଇରୁ ଲଣ୍ଡନ
2m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
4m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି
ରାଜଧାନୀରେ କୋଷ୍ଟଗାର୍ଡ
7m ago
ରାଜଧାନୀରେ କୋଷ୍ଟଗାର୍ଡ DIG ଓ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ଅଭିଯାଗ
ଅର୍ଗସ ବ୍ୟୁରୋ: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ସପିଂ ସାରି ଫେରୁଥିବା ବେଳେ କୋଷ୍ଟଗାର୍