କଂଗ୍ରେସ ବଦଳାଇଲା ପ୍ରାର୍ଥୀ
by Argus News
Wed, Apr 24 | 9:18 p.m.

ଅର୍ଗସ ବ୍ୟୁରୋ:  କଂଗ୍ରେସ ବଦଳାଇଲା ପ୍ରାର୍ଥୀ। ଦିଗପହଣ୍ଡି ପ୍ରାର୍ଥୀ ବଦଳାଇଲା କଂଗ୍ରେସ। ପ୍ରଥମେ ଶ୍ରୀଧର ଦେବଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିଲା। କଂଗ୍ରେସ ସୁଜିତ କୁାମରଙ୍କୁ କ୍ରାର୍ଥୀ କଲା। ତେବେ କଂଗ୍ରେସ ପ୍ରାର୍ଥୀ ଘୋଷଣାର ୧୧ ଦିନ ପରେ ପୁଣି ପ୍ରାର୍ଥୀ ବଦଳାଇଛି । ଶ୍ରୀଧର ଦେବଙ୍କ ସ୍ଥାନରେ ସାକା ସୁଜିତ କୁମାର ନୂଆ ପ୍ରାର୍ଥୀ ରୂପେ ଠିଆ ହୋଇଛନ୍ତି । ଏନେଇ ଏକ୍ସ ଜରିଆରେ ସୂଚନା ଦେଲା ରାଜ୍ୟ କଂଗ୍ରେସ । ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଆସନ ଏକ ଗୁରୁତ୍ୱପୂର୍ଣ୍ଣ ସିଟ୍ ।

ଅଧିକ ପଢ଼ନ୍ତୁ ଓଡିଶା ଖବର:
 

METEOROLOGICAL
9m ago
ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପାଗ ବିଭାଗ
ଅର୍ଗସ ବ୍ୟୁରୋ : ଅସହ୍ୟ ତାତିରୁ ମିଳିବ ଆଶ୍ୱସ୍ତି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ହୋଇପାରେ ବର୍ଷା । ପ୍ରାକ୍ ମୌସୁମୀ ଋତୁରେ ବାତ୍ୟା ଆକଳନ କଲା ପାଣିପା
ELECTION
14m ago
କଟକ ବାରବାଟୀରେ ଏଥରେ ମହା ଲଢେଇ
ଅର୍ଗସ ବ୍ୟୁରୋ : ବର୍ତ୍ତମାନ କଟକ ବାରବାଟୀ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଚାର କରୁଛନ୍ତି ବିଜେପି, ବିଜେଡି ଓ କଂଗ୍ରେସ ଦଳର ବିଧାୟକ ପ୍ରାର୍ଥୀ । କଟକ ସହରରେ ଆରମ୍ଭ ହୋଇଥିବା ଯାଇକ
BJP
20m ago
ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି
ଅର୍ଗସ ବ୍ୟୁରୋ : ନିର୍ବାଚନୀ ହିଂସା ପ୍ରସଙ୍ଗରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଲା ବିଜେପି । ଓଡ଼ିଶା ପୋଲିସ ବିଜେଡିର ହାତ ବାରିଶି ସାଜିଛି । ବିଜେପି କାର୍ଯ୍ୟକର୍ତ୍ତାଙ୍କ ଉପର