ଲୋକଙ୍କ ବାସ୍ତବ ସମସ୍ୟା ବୁଝିବାରେ ବିଫଳ କଂଗ୍ରେସ
by Argus News
Mon, Feb 12 | 4:13 p.m.

ଅର୍ଗସ ବ୍ୟୁରୋ: ଲୋକଙ୍କ ବାସ୍ତବ ସମସ୍ୟା ବୁଝିବାରେ ବିଫଳ କଂଗ୍ରେସ । କେବଳ ପୋଷ୍ଟର ମାରିବାରେ ସମସ୍ତେ ବ୍ୟସ୍ତ । ସାମ୍ବାଦିକ ସମ୍ମିଳନୀରେ ଅସନ୍ତୋଷ ଝାଡି଼ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି ରାଉରକେଲା ମହିଳା ଜିଲ୍ଲା  ସଭାପତି ନିରୁପମା ବଳିଆର ସିଂହ । ରାଉରକେଲା ନେତୃବୃନ୍ଦ ଦଳରେ କୌଣସି କାମ କରୁ ନଥିବା ସେ ଅଭିଯୋଗ କରିଛନ୍ତି । ରାହୁଲ୍ ଗାନ୍ଧୀଙ୍କ ପଦଯାତ୍ରାକୁ ବିଫଳ କରିବା ସହ ଦଳର ଅର୍ଥ ଅପବ୍ୟୟ ହେଉଥିବା ସେ ଅଭିଯୋଗ କରିଛନ୍ତି ।

ଅଧିକ ପଢ଼ନ୍ତୁ ଓଡ଼ିଶା ଖବର:

ଆଜିଠାରୁ ଏକମାସ
27m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
49m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
51m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି