କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା
by Argus News
Mon, Apr 15 | 7:08 a.m.

ଅର୍ଗସ ବ୍ୟୁରୋ:  କଂଗ୍ରେସର ପ୍ରାର୍ଥୀ ତାଲିକା ଘୋଷଣା। ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଳା କଂଗ୍ରେସ। ଆଉ 75ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏଥର ଭଣ୍ଡାରୀପୋଖରୀରୁ ଲଢ଼ିବେ। ସେହିପରି ଅସିତ ପଟ୍ଟନାୟକଙ୍କୁ ଦଳ ଭଦ୍ରକରୁ ପ୍ରାର୍ଥୀ କରିଛି। ତଳସରାରେ ପ୍ରବୋଧ ତିର୍କୀଙ୍କ ବଦଳରେ ଦେବେନ୍ଦ୍ର ଭିଟାରିଆ ପ୍ରାର୍ଥୀ ହୋଇଛନ୍ତି।

ସେହିପରି ବାଲିଗୁଡ଼ାରେ ସୁରଦା ପ୍ରଧାନଙ୍କ ସ୍ଥାନରେ ଉପେନ୍ଦ୍ରଙ୍କୁ ଟିକେଯ ମିଳିଛି। କବିସୂର୍ଯ୍ୟନଗରରେ ଚିରଞ୍ଜୀବି ବିଷୋୟୀଙ୍କ ସ୍ଥାନରେ ବିପିନଙ୍କୁ ଦଳ ପ୍ରାର୍ଥୀ କରିଛି। ସେହିପରି  ଆନନ୍ଦପୁରରୁ ଜୟଦେବ ଜେନା, ବାଙ୍କୀରୁ ଦେବାଶିଷ ପଟ୍ଟନାୟକ, ବେଗୁନିଆରୁ ପୃଥୀବଲ୍ଲଭ ପଟ୍ଟନାୟକଙ୍କୁ ଟିକେଟ ଦେଇଛି କଂଗ୍ରେସ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ