ଡିସେମ୍ୱର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରେବାନ୍ତ
by Argus News
Tue, Dec 05 | 3:02 p.m.

ଅର୍ଗସ ବ୍ୟୁରୋ:  ରେବାନ୍ତ ରେଡ୍ଡୀ ମୁଖ୍ୟମନ୍ତ୍ରୀ। ରେବାନ୍ତ ରେଡ୍ଡୀ ହେବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ। କଂଗ୍ରେସ ବିଧାୟକ ଦଳ ବୈଠକରେ ସର୍ବସମ୍ମତି। ରେବାନ୍ତଙ୍କୁ ମୁଖ୍ୟମନ୍ତ୍ରୀ କରିବା ନେଇ ନିଷ୍ପତ୍ତି । ଡିସେମ୍ୱର ୭ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ତେଲେଙ୍ଗାରେ କଂଗ୍ରେସ ବିଜୟ ହାସଲ କରିଛି। ତେଲେଙ୍ଗାନାରେ କିଏ ହେବ ମୁଖ୍ୟମନ୍ତ୍ରୀ ଏନେଇ ଚାଲିଥିବା ଚର୍ଚ୍ଚାର ଅବସାନ ଘଟିଛି । କଂଗ୍ରେସ ନେତା ରେବାନ୍ତ ରେଡ୍ଡୀ ତେଲେଙ୍ଗାନାର ଆଗାମୀ ମୁଖ୍ୟମନ୍ତ୍ରୀ ହେବେ ବୋଲି କଂଗ୍ରେସ ତରଫରୁ କୁହାଯାଇଛି । ୪ ରାଜ୍ୟରେ ହୋଇଥିବା ବିଧାନସଭା ନିର୍ବାଚନରେ ୩ଟି ରାଜ୍ୟରେ ବିଜେପିକୁ ବହୁମତ ମିଳିଥିବା ବେଳେ କେବଳ ତେଲେଙ୍ଗାନରେ କଂଗ୍ରେସକୁ ବହୁମତ ମିଳିଛି ।

ଅଧିକ ପଢ଼ନ୍ତୁ ଦେଶ ଖବର: 
 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ