ପୁଣି କରୋନା ଭୟ, ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଚିଠି ଲେଖିଲେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରାଳୟ
by Argus News
Mon, Dec 18 | 7:55 p.m.

ଅର୍ଗସ ବ୍ୟୁରୋ:  ପୁଣି କରୋନା ଭୟ । କେନ୍ଦ୍ର ସରକାର ଜାରି କଲେ ସତର୍କ ସୂଚନା । ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ଏ ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଚିଠି ଲେଖିଛନ୍ତି । କେରଳରେ ପୁଣି କୋଭିଡ୍ ସଂକ୍ରମଣ ବଢୁଥିବାରୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି କେନ୍ଦ୍ର ସରକାର । 

କଡ ଲେଉଟିଲା କରୋନା, ଚାଲିଗଲା ୫ଜଣଙ୍କ ଜୀବନ

ନୂଆବର୍ଷରେ ସଂକ୍ରମଣ ବୃଦ୍ଧି ଆଶଙ୍କା ଥିବାରୁ ସତର୍କ କରାଯାଇଛି । ଜିଲ୍ଲାସ୍ତରରେ`ସାରି' ଓ `ଇଲି' ଲକ୍ଷଣ ପ୍ରତି ଦୃଷ୍ଟି ରଖିବାକୁ ପରାମର୍ଶ ଦିଆଯାଇଛି । ଜିଲ୍ଲାସ୍ତରରେ ବ୍ୟାପକ ଟେଷ୍ଟିଂ ବ୍ୟବସ୍ଥା କରିବା, RT-PCR  ଟେଷ୍ଟିଂ ସହ ଜେନମ ସିକ୍ୟୁଏନ୍ସିଂ କରାଇବାକୁ କହିଛନ୍ତି କେନ୍ଦ୍ର ସରକାର ।
 

HEALTH
7m ago
୪୧ ଔଷଧର ବଦଳିଲା ମୂଲ୍ୟ
ଅର୍ଗସ ବ୍ୟୁରୋ: ମଧୁମେହ, ଶରୀରର ଯନ୍ତ୍ରଣା, ହୃଦ୍‌ରୋଗ, ଯକୃତ ସମସ୍ୟା, ଆଣ୍ଟାସିଡ୍‌, ସଂକ୍ରମଣ, ଏବଂ ଆଲର୍ଜି, ମଲ୍ଟିଭାଇଟାମିନ୍ ଏବଂ ଆଣ୍ଟିବାୟୋଟିକ୍ ପରିନ କେତକ ଔଷଧର ମୂଲ୍
ଖଲ୍ଲିକୋଟ
47m ago
ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ ?
ବ୍ରହ୍ମପୁର: କାହା ଚାପରେ ଚୁପ ଗଞ୍ଜାମ ପୋଲିସ । ଖଲ୍ଲିକୋଟ ରାଜନୈତିକ ହିଂସା ହତ୍ୟାକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ କେବେ । ବିଜେପିର ଅଭିଯୋଗ ପରେ ବି ଚୁପ ବସିଛି ପୋଲିସ
ନୋଟ୍ ବଣ୍ଟା
53m ago
ହାରିବା ଭୟରେ ବିଜେଡିର ଟଙ୍କା ବଣ୍ଟା ଅଭିଯାନ
ସମ୍ବଲପୁର: ଅର୍ଗସ ହାତରେ ଲାଗିଲା ପୁଣି ଏକ ଏକ୍ସକ୍ଲୁସିଭ୍ ଭିଯୁଆଲ । 500 ଟଙ୍କିଆ ନୋଟ୍ ବଣ୍ଟା ହେବା ବେଳେ ଛିଡୁ ନାହିଁ ଭାଗ । କିଏ କେତେ ନେବ ତାକୁ ନେଇ ଚାଲିଥିଲା ଯୁକ୍ତି