ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
by Argus News
Fri, Oct 04 | 9:25 p.m.

ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା ଓ ବିରଞ୍ଚି ନାରାୟଣ ମହା ସୂପକାରଙ୍କୁ ବିରୋଧ କରିଥିଲେ । 

ଏହାପରେ ଏକାଠି ଗୋଟିଏ ବସ୍ ରେ ମେଳି କରି ଲୋକନାଥ ମନ୍ଦିର ଯାଇଥିଲେ । ଏବେ ନବୀନ ନିବାସରେ ସୁପ୍ରିମୋଙ୍କୁ ଭେଟିବା ପରେ ବଢିଲା ଚର୍ଚ୍ଚା ।  ନବୀନଙ୍କୁ ଭେଟିବା ପରେ କର୍ପୋରେଟରମାନେ ଏପ୍ରସଙ୍ଗକୁ ଏଡ଼ାଇ ଯାଇଥିବା ବେଳେ ଦୂର୍ଗା ପୂଜା ମଣ୍ଡପ ବୁଲିବାକୁ ନିମନ୍ତ୍ରଣ ଲାଗି ଆସିଥିବା କହିଛନ୍ତି । ନବୀନ ମଧ୍ୟ ପୂଜା ମଣ୍ଡପ ବୁଲିବେ ବୋଲି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି କର୍ପୋରେଟର ।
 

ମେଳି କର୍ପୋରେଟର
ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର
ଭୁବନେଶ୍ୱର: ନବୀନଙ୍କୁ ଭେଟିଲେ ମେଳି କରିଥିବା କର୍ପୋରେଟର । ନବୀନ ନିବାସ ଯାଇ ଭେଟିଲେ । ଏହି କର୍ପୋରେଟର ଗୋଷ୍ଠୀ କିଛି ଦିନ ତଳେ ଶଙ୍ଖ ଭବନରେ ଦୁଇ ବିଦ୍ରୋହୀ କର୍ପୋରେଟର ଅମରେଶ ଜେନା
ବିନାଶକାରୀ ଯୁଦ୍ଧ
ଇସ୍ରାଏଲ୍ ର ଫୋର ଫ୍ରଣ୍ଟ ଆଟାକ୍
ଅର୍ଗସ ବ୍ୟୁରୋ: ଯୁଦ୍ଧ ..ବିନାଶକାରୀ ଯୁଦ୍ଧ...ନା ହଟିବ ନା ଝୁକିବ...ହିଜବୁଲ୍ଲା ବିନାଶ ମୋଡ ରେ ଇସ୍ରାଏଲ୍..ଗୋଟିଏ ପରେ ଗୋଟିଏ ହିଜବୁଲ୍ଲା କମାଣ୍ଡର ଙ୍କୁ ଖୋଜି ଖୋଜି ଧ୍ବସ କରୁଛ
ଶିକ୍ଷକ ନିଯୁକ୍ତି ଦାବି
ସାମ୍ନାକୁ ଆସିଲା ବିଜେଡିର ଦୋମୁହାଁ ଚରିତ୍ର
ଅର୍ଗସ ବ୍ୟୁରୋ: ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଅବିଭକ୍ତ କୋରାପୁଟ ଜିଲ୍ଲାରେ ଦିଆଯାଇଥିଲା ବନ୍ଦ ଡାକରା । ରାସ୍ତାକୁ ଓହ୍ଲାଇଥିଲେ ଦୁଇ ବିରୋଧୀ ଦଳ ବିଜେଡି ଓ କଂଗ୍ରେସର ନେତା