ବିଭିନ୍ନ ବିଭାଗର  ଉପଦେଷ୍ଟା ଦାୟିତ୍ୱମୁକ୍ତ
by Argus News
Fri, Jun 21 | 8:41 p.m.

ଭୁବନେଶ୍ୱର: ପୂର୍ବ ସରକାରରେ ବିଭିନ୍ନ ବିଭାଗରେ  ନିଯୁକ୍ତ ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରାଗଲା। ପୂର୍ବ ସରକାରଙ୍କ ସମୟରେ ରାଜ୍ୟର ବିଭିନ୍ନ ବିଭାଗରେ ଉପଦେଷ୍ଟା ଭାବେ ଅନେକ ବ୍ୟକ୍ତିଙ୍କୁ ନିଯୁକ୍ତି ଦିଆ ଯାଇଥିଲା।

ସରକାରଙ୍କ କାର୍ଯ୍ୟକ୍ରମ ତଥା କାର୍ଯ୍ୟ ଦକ୍ଷତା ବୃଦ୍ଧିରେ ଏହାଦ୍ବାରା କୌଣସି ଉନ୍ନତି ପରିଲକ୍ଷିତ ହେଉ ନ ଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଉପଦେଷ୍ଟା ମାନଙ୍କୁ ଦାୟିତ୍ଵ ମୁକ୍ତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। 

ଅଧିକ ପଢନ୍ତୁ ଓଡ଼ିଶା ଖବର 
 

ପ୍ଲାଣ୍ଟରେ ବିସ୍ଫୋରଣ
9m ago
ନିଆଁ ପିଣ୍ଡୁଳା ସଫେଇ ସମୟରେ ଅଘଟଣ; 5 ଗୁରୁତର
ରାଉରକେଲା: ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିସ୍ଫୋରଣ । Sms 1 ରେ ଘଟିଛି ବିସ୍ପୋରଣ । ସକାଳ ୯ ସମୟରେ sms 1 ରେ ସେଡ଼ରେ ନିଆଁ ପିଣ୍ଡୁଳା ସଫେଇ ସମୟରେ ଘଟିଛି ବିସ୍ଫୋରଣ । ବିସ୍ଫୋରଣର
ଭରତପୁର ଥାନା ଘଟଣା
24m ago
ଭରତପୁର ଥାନା ଘଟଣା:ଗୁଜୁରାଟରେ  ୫ ପୋଲିସ ଅଧିକାରୀଙ୍କର ହେବ ପଲିଗ୍ରାଫ ଟେଷ୍ଟ
ଅର୍ଗସ ବ୍ୟୁରୋ:ଭରତପୁର ଥାନା ଘଟଣାକୁ ନେଇ ଏବେବି ଜାରି ରହିଛି ସସ୍ସପେନ୍ସ,ସତ ପାଇଁ ଚାଲିଛି ମହାନାଟକ,କେବେ ଧରାପଡିବ ସତ,ସାଧାରଣରେ ଉଠିଛି ପ୍ରଶ୍ନ। ଫଳାଫଳ ଉପରେ ରହିଛି ସମସ୍ତଙ୍କ ନଜର
ବିଦ୍ୟାଳୟରେ ତାଲା
ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର, ବିଦ୍ୟାଳୟରେ ପଡିଲା ତାଲା
ମାଲକାନଗିରି: ଦୁର୍ଗମରେ ଶିକ୍ଷାର ବିକଳ ଚିତ୍ର । ବିଦ୍ୟାଳୟରେ ପଡିଲା ତାଲା । ଛାତ୍ରଛାତ୍ରୀମାନେ ବାରଣ୍ଡାରେ ବସି ପଢିଲେ ପାଠ । ନାମକୁ ମାତ୍ର ପ୍ରଧାନଶିକ୍ଷକ । ଦିନେ ହେଲେ ମଧ୍