୫ଟି ମେସିନରେ ଗଣତି,୯ କର୍ମଚାରୀ ଥିଲେ ନିୟୋଜିତ
by Argus News
Sat, Dec 09 | 8:36 p.m.

ସମ୍ବଲପୁର:  ସମ୍ବଲପୁରରୁ ମିଳିଲା ୩୭ କୋଟି।  ୩ ଦିନ ଧରି ଚାଲିଥିବା  ଗଣତି ଶେଷ ହୋଇଛି ସମ୍ବଲପୁରରେ।  

ଅଧିକ ପଢନ୍ତୁ :ଟଙ୍କା-ଟଙ୍କା-ଟଙ୍କା, ପୁଣି ମିଳିଲା ୧୧ କୋଟି

ସମ୍ବଲପୁରେ ମଦ  ବ୍ୟବସାୟୀଙ୍କଠୁ ମିଳିଲା ୩୭ କୋଟି। ୫ଟି ମେସିନରେ ଗଣତି, ୯ କର୍ମଚାରୀ ଥିଲେ ନିୟୋଜିତ। ତେବେ ଜବତ ଟଙ୍କାରେ  ୫୦,୧୦୦,୨୦୦,୫୦୦ ଟଙ୍କଆ ନୋଟ। 
ଅଧିକ ପଢନ୍ତୁ ଓଡ଼ିଶା ଖବର 

MOOD OF VOTERS
2m ago
କାହାକୁ ଭୋଟଦେବେ ଝାରସୁଗୁଡ଼ା ଭୋଟର ? କ'ଣ ରହିଛି ଝାରସୁଗୁଡ଼ା ଭୋଟରଙ୍କ ମୁଡ ?
ଅର୍ଗସ ବ୍ୟୁରୋ : ଆସନ୍ତାକାଲି ଦ୍ବିତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟରେ ଝାରସୁଗୁଡ଼ା ଜିଲ୍ଲାରେ ହେବ ଭୋଟିଂ । ନିର୍ବାଚନ ଆଦର୍ଶ ଆଚରଣ ବିଧି ଅନୁସାରେ, ଶନିବାର ସନ୍ଧ୍ୟା ୬ଟାରୁ ପ୍ରଚା
MODI
27m ago
ଆଜି ସଂଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି
ଅର୍ଗସ ବ୍ୟୁରୋ : ପିଏମ୍‌ଙ୍କ ଓଡ଼ିଶା ଗସ୍ତ ନେଇ ଆସିଲା କାର୍ଯ୍ୟସୂଚୀ । ଆଜି ସଂଧ୍ୟା ୬ଟା ୩୦ରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ ମୋଦି । ବିମାନବନ୍ଦରରୁ ବିଜେପି କାର୍ଯ୍ୟାଳ
WHATSAPP
35m ago
ହ୍ଵାଟସ୍ଆପ୍ ବ୍ୟବହାର କରୁଥିବା ଉପଭୋକ୍ତାମାନଙ୍କ ପାଇଁ ଏକ ଖୁସି ଖବ
ଅର୍ଗସ ବ୍ୟୁରୋ: ହ୍ଵାଟସ୍ଆପ୍ ବ୍ୟବହାର କରୁଥିବା ଉପଭୋକ୍ତାମାନଙ୍କ ପାଇଁ ଏକ ଖୁସି ଖବର ଅଛି । କମ୍ପାନୀ କହିଛି ଯେ ଆପରେ ସୁରକ୍ଷା ପୂର୍ବ ଅପେକ୍ଷା ଅଧିକ ବୃଦ୍ଧି ପାଇବ ଏବଂ ଲିଙ୍କ୍ ହୋଇଥିବ