କୋଭିଡର ନୂଆ ଭାରିଆଣ୍ଟ JN-1ରେ ୨ ଜଣ ଆକ୍ରାନ୍ତ ଚିହ୍ନଟ
by Argus News
Thu, Jan 04 | 12:32 p.m.

ଅର୍ଗସ ବ୍ୟୁରୋ:  ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ । କୋଭିଡର ନୂଆ ଭାରିଆଣ୍ଟ JN-1ରେ 2 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । 2 ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ସୁସ୍ଥ ଥିବାବେଳେ ସେ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି । ଅନ୍ୟ ଜଣେ ଆକ୍ରାନ୍ତ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ଦିନକୁ ଦିନ କରୋନା ସଂକ୍ରମଣ ମାମଲା ବଢ଼ି ବଢ଼ି ଚାଲିଛି। ଓଡିଶାରେ ମଧ୍ୟ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହେଲେଣି। ଯାହା ରାଜ୍ୟବାସୀଙ୍କ ଚିନ୍ତା ବଢ଼ାଇଦେଇଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:

ଖଲ୍ଲିକୋଟ ହିଂସା ପାଇଁ
48m ago
ଖଲ୍ଲିକୋଟ ହିଂସା ପାଇଁ ଗଠନ ହେଲା SIT, ଗିରଫ ହେବେ ଫେରାର୍ ଅଭିଯୁକ୍ତ
ଅର୍ଗସ ବ୍ୟୁରୋ: ଖଲ୍ଲିକୋଟ ହିଂସାକାଣ୍ଡ ଓ ହତ୍ୟାର ତଦନ୍ତ ପାଇଁ ଗଠନ ହେଲା SIT . ଏସଆଇଟି ହତ୍ୟା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ । ମାମଲାରେ ଫେରାର ଥିବା ଅନ୍ୟ ଅଭିଯୁକ୍ତଙ୍କୁ ତୁରନ୍
AC
51m ago
ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ
ଅର୍ଗସ ବ୍ୟୁରୋ: ଏସିର ଥଣ୍ଡା ପବନ ଆର୍ଥ୍ରାଇଟିସ୍ ରୋଗୀଙ୍କ ପାଇଁ ଅନେକ ସମସ୍ୟା ସୃଷ୍ଟି କରିପାରେ । ଥଣ୍ଡା ହେତୁ ଶରୀର ଏବଂ ଗଣ୍ଠିରେ ଯନ୍ତ୍ରଣା ହେବାର ସମସ୍ୟା ବଢିପାରେ । ଏସି,କୁଲରର ପବ
ଗ୍ରୀଷ୍ମ ପ୍ରବାହ
52m ago
୨୦ ରୁ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି
ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ସକାଳେ ଖରା ଅପରାହ୍ନରେ କାଳବୈଶାଖୀ ବର୍ଷା ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ମେଘୁଆ ପାଗ ସହ କାଁ ଭାଁ ସ୍ଥାନରେ ବର୍ଷା ହେବା