ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ
by Argus News
Thu, Sep 19 | 2:25 p.m.

ବ୍ରହ୍ମପୁର:  ବେଆଇନ ଗୁଟଖା କାରଖାନା ଉପରେ ଚଢ଼ାଉ। ଲକ୍ଷାଧିକ ଟଙ୍କାର ମେସିନ ଗୁଟଖା ଜବତ । ଗଂଜାମ ଜିଲ୍ଲା ସଦର ଥାନା ଅନ୍ତର୍ଗତ ବାଉଁଶିଆପାଲ୍ଲୀରେ ଥିବା ନୀଳଚକ୍ର ପ୍ରଡକ୍ସନରେ ଦୀର୍ଘ ବର୍ଷ ହେବ ବେଆଇନ ନକଲି ଗୁଟଖା ତିଆରି ହୋଇଆସୁଥିଲା I

ପୋଲିସ କୌଣସି ସୂତ୍ରରୁ ଖବର ପାଇଁ ଆଜି ଭୋର ସକାଳୁ ବେଆଇନ ଗୁଟଖା କାରଖାନା ଉପରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମେସିନ ଏବଂ ଗୁଟଖା ଜବତ କରିଛି I କାରଖାନାରେ ୨୫-୩୦ ବିଦେଶୀ କର୍ମଚାରୀ କାମ କରୁଥିବା ବେଳେ ଅପମିଶ୍ରିତ ହେଉଥିବା କେମିକାଲ ସାଙ୍ଗକୁ ବିଭିନ୍ନ ସାମଗ୍ରୀ ଜବତ କରଯାଇଛି I ଦିନକୁ ପାଖାପାଖି ୬୦-୭୦ ବସ୍ତା ଗୁଟଖା ତିଆରି ହୋଉଥିବା ବେଳେ ଏସବୁ ନକଲି ସାମଗ୍ରୀ କେଉଁ ଅଞ୍ଚଳକୁ ସ୍ଥାନାନ୍ତର ହେଉଥିଲା ସେ ନେଇ ଅଧିକ ଖୋଳତାଡ଼ ଜାରିରହିଛି I 

ଅଧିକ ପଢନ୍ତୁ ଓଡ଼ିଶା ଖବର 

ବାଲେଶ୍ବର ବନ୍ୟା
ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା,ଉଦ୍ଧାର କାର୍ଯ୍ୟ ଜାରି
ଅର୍ଗସ ବ୍ୟୁରୋ:ବାଲେଶ୍ବର ଭୋଗରାଇରେ ବନ୍ୟା ବିଭୀଷିକା ଦେଖିବାକୁ ମିଳିଛି । ୫୦ରୁ ଅଧିକ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି। ସ୍କୁଲ ଓ ବାତ୍ୟା ଆଶ୍ରୟସ୍ଥଳୀରେ ଆଶ୍ରୟ ନେଇଛନ୍ତି ୪ହଜାର ୫୦
ଅଙ୍କିତା
ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା
ଭୁବନେଶ୍ୱର: ଗଣମାଧ୍ୟମ ଆଗରେ ଛତିଥରା କାହାଣୀ ବଖାଣିଲେ ଅଙ୍କିତା । ସାମ୍ନାକୁ ଆସିଲା ଭରତପୁର ପୋଲିସର ତାଲିବାନୀ ଅତ୍ୟାଚାର । ପୋଲିସର ଅକଥନୀୟ ଅତ୍ୟାଚାର କଥା କହିଲେ ମେଜରଙ୍
ମମିତା ମେହେର
ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ ?
ଭୁବନେଶ୍ୱର: ପୁଣି ଖୋଲିବ କି ବହୁ ଚର୍ଚ୍ଚିତ ମମିତା ମେହେର ହତ୍ୟା ଫାଇଲ । ପୂର୍ବତନ ସାଂସଦ ସୁଜିତ କୁମାରଙ୍କ ବୟାନ ପରେ ଜୋର ଧରିଛି ଏ ଦାବି । ସେପଟେ ମମିତାଙ୍କ ଦୋଷୀଙ୍କ