ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ; ଆସନ୍ତାକାଲି ସୁଦ୍ଧା ନେଇପାରେ ଅବପାତ ରୂପ
by Argus News
Wed, Nov 29 | 10:08 a.m.

ଅର୍ଗସ ବ୍ୟୁରୋ : କାଲିର ଲଘୁଚାପ କ୍ଷେତ୍ର ଆଜି ସୁଦୃଶ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ସଦୃଶ ଲଘୁଚାପ । ଆସନ୍ତାକାଲି ସୁଦ୍ଧା ସୁଦୃଶ ଲଘୁଚାପ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ୪୮ ଘଣ୍ଟାରେ ଘନୀଭୂତ ହୋଇ ବାତ୍ୟା ରୂପ ନେଇପାରେ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଭାଗ।ଅବପାତ ପରେ ହିଁ ବାତ୍ୟାର ରୂପରେଖ କଣ ହେବ ସେନେଇ ସ୍ପଷ୍ଟ କରାଯିବ। ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା କରାଯାଇଛି । ତେବେ ଓଡିଶା ପ୍ରତି ବିପଦ ନଥିବା କହିଛି ପାଣିପାଗ ବିଭାଗ

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ବାତ୍ୟା ଆଶଙ୍କା ; ୭ ଜିଲ୍ଲାକୁ ସତର୍କ ସୂଚନା

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ