ଦୟା ନଦୀରେ କୁମ୍ଭୀର ଆତଙ୍କ, ଲୋକେ ଭୟଭୀତ
by Argus News
Mon, Oct 07 | 1:07 p.m.

ଅର୍ଗସ ବ୍ୟୁରୋ:  ପିପିଲିରେ କୁମ୍ଭୀର ଭୟ । ପିପିଲି କଣ୍ଟି ନିକଟ ଦୟା ନଦୀରେ କୁମ୍ଭୀର ଦେଖିବାକୁ ମିଳିଛି। ବନ ବିଭାଗ ପାଖରେ ଖବର ନଥିବା ସୂଚନା । ପ୍ରଥମ ଥର ପିପିଲି ଅଂଚଳରେ କୁମ୍ଭୀର ଦେଖି ଭୟଭୀତ ନଦୀ କୁଳବର୍ତ୍ତୀ ଅଂଚଳର ଲୋକେ । ନଦୀ ଭିତରକୁ କେହି ନ ଯିବା ପାଇଁ ସ୍ଥାନୀୟ ଲୋକମାନଙ୍କ ନିବେଦନ । ଯେଉଁଭଳି ଭାବରେ ନଦୀରେ କୁମ୍ଭୀର ରହିଛି ନଦୀ ପାଖାପାଖି କୌଣସି ବି ଲୋକ ସେଠାକୁ ନଯାଆନ୍ତୁ ବୋଲି ନିବେଦନ କରାଯାଇଛି। କାହିଁକି ନା ସେହି କୁମ୍ଭୀରଟି ସେହିଠାରେ ରହିଛି। ନଦୀକୂଳିଆ ଲୋକମାନେ ଭୟଭୀତ ଥିବା ଜଣାପଡିଛି।

ଅଧିକ ପଢ଼ନ୍ତୁ ଓଡିଶା ଖବର:  

ଧନିଆ
ଧନିଆ ପାଣି ଶରୀରକୁ ଏପରି କରିଦେ..
ନୂଆଦିଲ୍ଲୀ: ରୋଷେଇ ଘରେ ଥିବା ଧନିଆ ଏପରି ଏକ ମସଲା ଯାହା ବିଭିନ୍ନ ହିତକର କାର୍ଯ୍ୟରେ ଲାଗିଥାଏ। ଧନିଆର ମଞ୍ଜି ଏବଂ ଧନିଆ ପତ୍ର ଉଭୟର ବହୁଳ ଭାବେ ବ୍ୟବହାର କରାଯାଇଥାଏ।
NIA SHARMA
ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା ଶର୍ମା, କହିଲେ...
ଅର୍ଗସ ବ୍ୟୁରୋ: ପ୍ରଶଂସକଙ୍କୁ କ୍ଷମା ମାଗିଲେ ନିୟା ଶର୍ମା। ‘ବିଗ୍‌ବସ୍‌ ୧୮’ରେ କିଛି ବ୍ୟକ୍ତିଗତ କାରଣ ଯୋଗୁ ସାମିଲ ହୋଇ ପାରୁ ନାହିଁ ବୋଲ
ଗଞ୍ଜେଇ ଜବତ
speed 10; ସ୍କ୍ରୋଲ୍ କରନ୍ତୁ , ଖବର ପଢନ୍ତୁ...
ଫଳ ଗାଡ଼ିରେ ଦେଢ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ ...ଓଡ଼ିଶାରୁ ଆନ୍ଧ୍ରପ୍ରଦେଶକୁ ଚାଲାଣ ହେଉଥିବା ଗଞ୍ଜେଇକୁ ଧରିଛି ରାଜସ୍ବ ଗୁଇନ୍ଦା ନିର୍ଦ୍ଦେଶାଳୟ..1.61 କୋଟିର ଗଞ୍ଜେଇ ଜବତ...3