ସାଇଟ କ୍ରାସ କାରଣରୁ ଅନେକ ଦର୍ଶକ ଟିକେଟ ପାଇବାରୁ ହେଲେ ବଞ୍ଚିତ
by Argus News
Tue, Mar 19 | 1:20 p.m.

ଅର୍ଗସ ବ୍ୟୁରୋ : ଆରମ୍ଭ ହେବାକୁ ଯାଉଛୁ ଆଇପିଏଲ ମହାକୁମ୍ଭ ମେଳା । ମାର୍ଚ୍ଚ ୨୨ରେ ଆରମ୍ଭ ହେବ ଆଇପିଏଲର ୧୭ତମ ସଂସ୍କରଣ  । ଏହି ୧୭ ତମ ସସ୍କରଣରେ ପ୍ରଥମ ମ୍ୟାଚରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର । ଏଥିପାଇଁ ଅନଲାଇନ ଟିକେଟ ବିକ୍ରି ଆରମ୍ଭ ହୋଇଥିବା ବେଳେ ପ୍ରଥମ ଦିନରେ ସାଇଟ କ୍ରାସ କାରଣରୁ ଅନେକ ଦର୍ଶକ ଟିକେଟ ପାଇବାରୁ ବଞ୍ଚିତ ହୋଇ ନିଜର ଅସନ୍ତୋଷ ଜାହିର କରିଛନ୍ତି । 

ଅଧିକ ପଢନ୍ତୁ ଖେଳ ଖବର

ସିଏସକେ ଓ ଆରସିବି ମ୍ୟାଚ ପାଇଁ ମଧ୍ୟରେ ଖେଳାଯିବାକୁ ଥିବା ମ୍ୟାଚର ଟିକେଟର ମୂଲ୍ୟ ୧୭ଶହ ଟଙ୍କାରୁ ଆରମ୍ଭ ହୋଇ ୭ହଜାର ୫ଶହ ପର୍ଯ୍ୟନ୍ତ ରହିଛି । ପ୍ରଥମ ମ୍ୟାଚ ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯିବାକୁ ଥିବା ବେଳେ ହୋଟେଲ, ଷ୍ଟାଡିୟମ ସମେତ ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି ।

ନିର୍ବାଚନ ସମୟରେ
8m ago
ନିର୍ବାଚନ ସମୟରେ ଭତ୍ତା ବାଣ୍ଟୁଛନ୍ତି ବିଜେଡି କର୍ମୀ
ଅର୍ଗସ ବ୍ୟୁରୋ: ବାଙ୍କୀ ବ୍ଲକ୍ କଳାପଥର ଗ୍ରାମ ପଞ୍ଚାୟତରେ ମାସିକ ଭତ୍ତା ଗତ ୧୫ତାରିଖରେ ଭତ୍ତା ବଣ୍ଟନ କରିବା ପାଇଁ ବ୍ଲକ୍ ପକ୍ଷରୁ ଦାୟିତ୍ୱରେ ଥିବା କନିଷ୍ଠ ଯନ୍ତ୍ରୀ ଭତ୍ତା ବଣ୍ଟନ କରିବ
ଭୁଜାଲିରେ ହତ୍ୟା
17m ago
ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲିରେ ହତ୍ୟା
ବରଗଡ଼ : ବରଗଡ଼ରେ ନିର୍ବାଚନୀ ହିଂସା । ବିଜେପି କର୍ମୀଙ୍କୁ ଦୁର୍ବୃତ୍ତଙ୍କ ଭୁଜାଲି ରେ ହତ୍ୟା । ବରଗଡ଼ ସଦର ଥାନା ସରସରା ଗାଁରେ ଭୁଜାଲି ରେ ଆକ୍ରମଣ କରି ବିଜେପି କର୍ମୀଙ୍କୁ ହତ୍ୟା । ମୃ
MILK TEA
28m ago
ଖାଲି କ୍ଷୀରରେ ଚା' ପିଅନ୍ତୁ ନାହିଁ ତେବେ ...
ଅର୍ଗସ ବ୍ୟୁରୋ: ଯଦି ଆପଣ ଚା ପିଇବାକୁ ଭଲ ପାଆନ୍ତି ତାହା ସହ ସକାଳ ଏବଂ ସନ୍ଧ୍ୟାରେ ଖାଲି କ୍ଷୀରର ଚା ପିଅନ୍ତି। ତେବେ ।CMR ର ଏହି ରିପୋର୍ଟ କଣ କୁହାଯାଇଛି ଜାଣନ୍ତୁ। ଯେଉଁଥିର