ଦଲାଲ ସାଜିଲେ ଆମ୍ବୁଲାନ୍ସ ଚାଳକ
by Argus News
Thu, Feb 08 | 6:18 p.m.

ଅର୍ଗସ ବ୍ୟୁରୋ : ଦଲାଲ ସାଜିଲେ ଆମ୍ବୁଲାନ୍ସ ଚାଳକ । ଏସସିବି ଆଇସିୟୁରେ ବେଡ୍‌ ନାହିଁ କହି ରୋଗୀଙ୍କୁ ଅନ୍ୟ ଘରୋଇ ନର୍ସିଂହୋମକୁ କରୁଥିଲେ ସ୍ଥାନାନ୍ତର । ଖବର ପାଇ ମଙ୍ଗଳାବାଗ ଥାନା ପୋଲିସ ୫ ଜଣଙ୍କୁ ଗିରଫ କରିବାରେ ସଫଳ ହୋଇଛି । ଦୀର୍ଘବର୍ଷ ଧରି ଏମାନେ ରୋଗୀ ସ୍ଥାନାନ୍ତର କରିଆସୁଥିଲେ । 

ଅଧିକ ପଢନ୍ତୁ ଓଡ଼ିଶା ଖବର

ଅଭିଯୋଗ ଆସିବା ପରେ ପୋଲିସର ଏକ ଟିମ୍ ଏମାନଙ୍କ ଉପରେ ନଜର ରଖିଥିଲା । ଘଟଣାରେ ୫ ଜଣ ଦଲାଲଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି ପୋଲିସ । ଘଟଣାରେ କେଉଁ କେଉଁ ନର୍ସିଂହୋମର ଲିଙ୍କ ରହିଛି ତାହା ମଧ୍ୟ ଖୋଳତାଡ଼ ଜାରି ରହିଥିବା କହିଛନ୍ତି ଜୋନ ୨ ଏସିପି ।

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ