ଗୋଟିଏ ଦିନ ବଢିଲା କଟକ ଐତିହାସିକ ବାଲିଯାତ୍ରା
by Argus News
Mon, Dec 04 | 1:57 p.m.

ଅର୍ଗସ ବ୍ୟୁରୋ:  କଟକ ଐତିହାସିକ ବାଲିଯାତ୍ରା ଆଉ ଗୋଟିଏ ଦିନ ବଢିଲା । ଆଜି ସରିଥାନ୍ତା ବାଲିଯାତ୍ରା । ହେଲେ ବାଲିଯାତ୍ରା ଦିନଟିଏ ବଢାଇବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି ।  ଦୁଇ ଦିନ ବଢାଇବାକୁ ଅନୁରୋଧ କରିଥିଲେ ସିଏମସି ମେୟର । ଜନସାଧାରଣଙ୍କ ଆଗ୍ରହକୁ ଦୃଷ୍ଟିରେ ରଖି ଦିନଟିଏ ବଢାଇବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ଏନେଇ ଆବଶ୍ୟକ ପଦକ୍ଷେପ ନେବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି ।

କାର୍ତ୍ତିକ ପୂର୍ଣ୍ଣିମାଠୁ ଆରମ୍ଭ ହୋଇଥିବା ବାଲିଯାତ୍ରାର ଆଜି ଶେଷ ଦିନ ଥିଲା । ଗତକାଲି ଛୁଟି ବାର ଥିବାବେଳେ ପ୍ରବଳ ଭିଡ ହୋଇଥିଲା । ପାଖାପାଖି 10 ଲକ୍ଷରୁ ଉର୍ଦ୍ଧ୍ୱ ଲୋକ ବାଲିଯାତ୍ରା ବୁଲିଥିଲେ । 

ବାଲିଯାତ୍ରାରେ ଭୂତ; ବିକଟାଳ ରଡି ସାଙ୍ଗକୁ ବଡ଼ ବଡ଼ ନଖ ଦେଖି ଲୋକେ ଛାନିଆ 
 

 

ଆଜିଠାରୁ ଏକମାସ
21m ago
ଆଜିଠାରୁ ଏକମାସ ଧରି କାର୍ତ୍ତିକ ବ୍ରତ ପାଳନ କରିବେ ହବିଷ୍ୟାଳି
ଅର୍ଗସ ବ୍ୟୁରୋ: ଆଜିଠାରୁ ଆରମ୍ଭ ହୋଇଛି କାର୍ତ୍ତିକ ବ୍ରତ। 12 ମାସ ମଧ୍ୟରୁ ଧର୍ମ ଓ ପୂଣ୍ୟର ମାସ ହେଉଛି କାର୍ତ୍ତିକ ମାସ। ଏଥିପାଇଁ ଶ୍ରୀକ୍ଷେତ୍ର ସମ୍ପୂର୍ଣ୍ଣ ଚଳଚଞ୍ଚଳ ହୋଇଛି। ସକାଳ
ମୁମ୍ବାଇରୁ ଲଣ୍ଡନ
43m ago
ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ
ଅର୍ଗସ ବ୍ୟୁରୋ: ପୁଣି ଗୋଟିଏ ବିମାନକୁ ବୋମା ଧମକ। ମୁମ୍ବାଇରୁ ଲଣ୍ଡନ ଅଭିମୁଖେ ଯାଉଥିବା ଏୟାର ଇଣ୍ଡିଆ ବିମାନକୁ ବୋମା ଧମକ ମିଳିବା ପରେ ଏହାକୁ ଜରୁରୀ ଅବତରଣ କରାଯାଇଛି। ତେବେ ଗୁରୁବାର 9ଟ
ଓଡ଼ିଶା ପ୍ରଦେଶ କଂଗ୍ରେସ
45m ago
ଓଡ଼ିଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ
ଅର୍ଗସ ବ୍ୟୁରୋ: ଓଡି଼ଶା ପ୍ରଦେଶ କଂଗ୍ରେସ ସଭାପତି ଚୟନ ପାଇଁ ଏଆଇସିସି ପ୍ରକ୍ରିୟା ଆରମ୍ଭ କରିଛି । ଛତିଶଗଡ଼ କଂଗ୍ରେସ ବିଧାୟକ ଦଳ ନେତା ଚରଣ ଦାସ ମହନ୍ତଙ୍କୁ ଓଡ଼ିଶା ପିସିସିର ସାଙ୍ଗଠନି