ବିଜେପିରେ ଯୋଗଦେଇପାରନ୍ତି ସିନେ ଷ୍ଟାର ସିଦ୍ଧାନ୍ତ
by Argus News
Thu, Mar 28 | 2:02 p.m.

ଭୁବନେଶ୍ୱର:  ବିଜେପିରେ ଯୋଗଦେଇପାରନ୍ତି ସିଦ୍ଧାନ୍ତ ମହାପାତ୍ର । ସିନେ ଷ୍ଟାର ତଥା ପୂର୍ବତନ ବିଜେଡି ସାଂସଦ ସିଦ୍ଧାନ୍ତ ମହାପାତ୍ର । ସିଦ୍ଧାନ୍ତ ବିଜେପିରେ ମିଶିବା ନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି । ସିଦ୍ଧାନ୍ତ ମହାପାତ୍ର  ବ୍ରହ୍ମପୁରରୁ ୨ ଥର ସାଂସଦ ହୋଇଛନ୍ତି । ସେହିଭଳି ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା ବି ବିଜେପିରେ ଯୋଗଦେବା ସମ୍ଭାବନା ରହିଛି । ଆଉ କିଛି ସମୟ ପରେ ବିଜେପି ମୁଖ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ଉଭୟ ଯୋଗ ଦେବା ନେଇ ଚର୍ଚ୍ଚା ଜୋର ଧରିଛି । 

ଲୋକସଭା ନିର୍ବାଚନ ପୂର୍ବରୁ ଓଡ଼ିଶାରେ ରାଜନୈତିକ ସ୍ତରରେ ନେତାଙ୍କ ଦଳ ବଦଳ ଜାରି ରହିଛି । ସିଦ୍ଧାନ୍ତ ମହାପାତ୍ର  ବିଜେପିରେ ଯୋଗଦେବେ ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି । 'x'ରେ କୁହାଯାଇଛି ଯେ, କେତେକ ରାଜନେତା ଅପରାହ୍ନ ସାଢ଼େ ୨ଟାରେ ନୂଆଦିଲ୍ଲୀର ବିଜେପି ମୁଖ୍ୟାଳୟରେ ଦଳରେ ଯୋଗ ଦେଇ ପାରନ୍ତି । 

ଆହୁରି ପଢନ୍ତୁ ରାଜନୀତି ଖବର...
 

CASH SEIZED
4m ago
ଆନ୍ଧ୍ରପ୍ରଦେଶ ଏନଟିଆର ଜିଲ୍ଲାରେ ଚଢାଉ, ଗାଡିରୁ ମିଳିଲା ପୁଳା ପୁଳା ଟଙ୍କା
ଅର୍ଗସ ବ୍ୟୁରୋ : ନିର୍ବାଚନ ବେଳେ ଆନ୍ଧ୍ରପ୍ରଦେଶର ଏନଟିଆର ଜିଲ୍ଲାରେ ଚଢଉ ବେଳେ ୮ କୋଟି ଟଙ୍କା ମିଳିଛି । ଟଙ୍କା ଗୁଡିକ ପାଇପ୍ ବୋଝେଇ ଗାଡିରେ ହାଇଦ୍ରବାଦରୁ ଗୁଣ୍ଟୁର ନିଆଯାଉଥିଲା ।
ବାସୁଦେବପୁର
41m ago
ସକାଳ 8ଟା ସୁଦ୍ଧା ସବୁ ସରକାରୀ ଅଫିସରେ ଝୁଲୁଛି ତାଲା
ଭଦ୍ରକ: ସରକାରୀ ନିୟମକୁ ମାନୁ ନାହାନ୍ତି ସରକାରୀ ବାବୁ । ସକାଳ 8ଟା ପର୍ଯ୍ୟନ୍ତ ସରକାରୀ କାର୍ଯ୍ୟାଳୟ ଗୁଡିକରେ ଝୁଲୁଛି ତାଲା । ବାସୁଦେବପୁର ବ୍ଲକ ଗ୍ରାମପଞ୍ଚାୟତ ବିଭାଗ
INTELLIGENT CHILD
58m ago
ଛୁଆଙ୍କୁ ବୁଦ୍ଧିମାନ କରିବାକୁ ଆପଣାନ୍ତୁ ଏହି ସବୁ ଟିପ୍ସ୍
ଅର୍ଗସ ବ୍ୟୁରୋ: ପ୍ରତ୍ୟେକଟି ବାପା ମା ଚାହାଁନ୍ତି ତାଙ୍କ ପିଲାମାନେ ବୁଦ୍ଧିମାନ ହୁଅନ୍ତୁ । ଭଲ ପାଠ ପଢି ସମାଜରେ ନାଁ କରନ୍ତୁ । କୁହାଯାଏ ମାଟିକୁ ଆମେ ଯେମିତି ଆକୃତି ଦେବା ସେ ସେମିତ