ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା
by Argus News
Mon, Dec 04 | 2:37 p.m.

ଅର୍ଗସ ବ୍ୟୁରୋ : ପୁଣି ପଦାରେ ପଡ଼ିଲା କଟକ ଏସସିବି ମେଡିକାଲର ଅବ୍ୟବସ୍ଥା । ଏସସିବି ବଡ଼ ମେଡିକାଲରେ ଶବ ବ୍ୟବଚ୍ଛେଦ ବନ୍ଦ । ଶବ ବ୍ୟବଚ୍ଛେଦ ଗୃହ ବାହାରେ ଓ ଭିତରେ ଲହଡି ଭାଙ୍ଗୁଛି ନର୍ଦ୍ଦମା ପାଣି । ଫଳରେ ସକାଳ ୯ ଠାରୁ ଆରମ୍ଭ ହେବାକୁ ଥିବା ଶବ ବ୍ୟବଚ୍ଛେଦ ବନ୍ଦ ହୋଇ ରହିଛି। ବାହାରେ ମୃତ ଶରୀରର ଗୁଡ଼ିକ ଶବବୁହା ଟ୍ରଲି ଉପରେ ପଡି ରହିଛି ।

ଅଧିକ ପଢନ୍ତୁ ଓଡ଼ିଶା ଖବର

ଏସସିବିରେ ପ୍ରତିଦିନ ୪୦ ୫୦ ଶବବ୍ୟବଚ୍ଛେଦ କରାଯାଇଥାଏ । ଏସସିବିରେ ଏହି ଅବ୍ୟବସ୍ଥା ଆଜିର ନୁହେଁ, ବାରମ୍ବାର ବାରମ୍ବାର ନର୍ଦ୍ଦମା ପୋଷ୍ଟମର୍ଟମ ଗୃହ  ପଶିଥାଏ ବୋଲି ଅଭିଯୋଗ ହୋଇଛି । ଗତକାଲିଠୁ ପୋଷ୍ଟମର୍ଟମ  ଗୃହରେ ଏପରି ବ୍ୟବସ୍ଥା ଦେଖାଯାଇଥିବା ସୂଚନା ରହିଛି ।  


 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ