ଆସୁଛି ବଡ ବାତ୍ୟା; ଶୀଘ୍ର ଖୋଲ ତୋରଣ, ଜଲଦି ସାର ଭସାଣ
by Argus News
Tue, Oct 22 | 7:35 p.m.

ଢେଙ୍କାନାଳ: ଢେଙ୍କାନାଳ ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଉପରେ ସମ୍ଭାବ୍ୟ ବାତ୍ୟାର ପ୍ରଭାବ । ସମସ୍ତ ଅସ୍ଥାୟୀ ବ୍ୟବସାୟୀଙ୍କୁ ଆଜି ସନ୍ଧ୍ୟା ସୁଦ୍ଧା ସହର ଛାଡ଼ିବା ପାଇଁ ଜିଲ୍ଲା ପ୍ରଶାସନ ଓ ପୌର ପ୍ରଶାସନ ଅନୁରୋଧ କରିଛି । ପ୍ରଚାର ଗାଡ଼ି ସାହାଯ୍ୟରେ ସମସ୍ତ ଜନ ସାଧାରଣଙ୍କୁ ସଚେତନ କରାଯାଇଛି । 

ଆସନ୍ତାକାଲି ସକାଳ ସୁଦ୍ଧା ସହରର ସମସ୍ତ ତୋରଣ ଖୋଲାଯିବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଜିଲ୍ଲାରେ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଉପରେ ନଜର ରଖାଯାଇଛି । ଗର୍ଭବତୀ ମହିଳାଙ୍କ ଉପରେ ସ୍ବତନ୍ତ୍ର ଭାବରେ ନଜର ରଖାଯାଇଛି ବୋଲି କହିଛନ୍ତି ଜିଲ୍ଲାପାଳ ।

ସେପଟେ ଭସାଣକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଥିଲା । ୨୭ ତାରିଖରେ ଭସାଣି ଉତ୍ସବ ନେଇ ପ୍ରଶାସନ ନିଷ୍ପତ୍ତି ନେଇଛି । ପୂଜା କମିଟି ସହ ବୈଠକ ପରେ ଚୂଡ଼ାନ୍ତ ହୋଇଛି ତାରିଖ । 

ବାତ୍ୟା ମୁକାବିଲା ପାଇଁ ୬ ଅଧିକାରୀଙ୍କୁ ୬ ଜିଲ୍ଲାର ଦାୟିତ୍ବ
 

ଗ୍ୟାସ ସିଲିଣ୍ଡର
ଗ୍ୟାସ ସିଲିଣ୍ଡର ବିସ୍ଫୋରଣ: ୬ ମୃତ
ଅର୍ଗସ ବ୍ୟୁରୋ: ଉତ୍ତର ପ୍ରଦେଶ ସିକନ୍ଦରାବାଦର ଆଶାପୁରୀ କଲୋନୀରେ ଏକ ଘରେ ଘଟିଥିବା ସିଲିଣ୍ଡର ବିସ୍ଫୋରଣରେ ଅତି କମରେ ୬ଜଣଙ୍କର ମୃତ୍ୟୁ ଘଟିଛି। ବୁଲନ୍ଦସହର ଜିଲା ମାଜିଷ୍ଟ୍ରେଟ ଏଏନଆ
ବେଙ୍ଗାଲୁରୁରେ ନିର୍ମାଣ
ବେଙ୍ଗାଲୁରୁରେ ନିର୍ମାଣାଧୀନ କୋଠା ଭୁଶୁଡ଼ିଲା: ଜଣେ ମୃତ
ଅର୍ଗସ ବ୍ୟୁରୋ: ବେଙ୍ଗାଲୁରୁରେ ଗତ କିଛି ଦିନ ହେଲା ପ୍ରବଳ ବର୍ଷା ଜାରି ରହିଛି । ଏଥିପାଇଁ ଜନଜୀବନ ପ୍ରଭାବିତ ହୋଇଛି । ପ୍ରବଳ ବର୍ଷା ଯୋଗୁଁ ସହରରେ ଏକ ନିର୍ମାଣାଧୀନ ବହୁତଳ କୋଠା ଭୁଶୁଡ଼
AUSTRALIA
ଅଷ୍ଟ୍ରେଲିଆରେ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ
ଅର୍ଗସ ବ୍ୟୁରୋ: ଅଷ୍ଟ୍ରେଲିଆରେ ପହଞ୍ଚିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଗତ ଦୁଇ ଦିନ ଧରି ସିଙ୍ଗାପୁରରେ ସମସ୍ତ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବା ପରେ ଆଜି ଅଷ୍ଟ୍ରେଲିଆର ମେଲବର୍ଣ୍ଣର