ପାଖଉଛି ଦାନା; ଅଶାନ୍ତ ହୋଇପଡିଛି ଚିଲିକା
by Argus News
Thu, Oct 24 | 3:35 p.m.

ପୁରୀ:  ଚିଲିକାରେ ବୁଡିଲା ଡଙ୍ଗା । ବାତ୍ୟା ଦାନା ପ୍ରଭାବରେ ଉଛୁଳୁଛି ଚିଲିକା। ସାତପଡ଼ା ଜେଟି ନିକଟରେ ଢେଉ ମାଡରେ ବୁଡିଲା ଡଙ୍ଗା । ଅଶାନ୍ତ ହୋଇପଡିଛି ଚିଲିକା । ବର୍ତ୍ତମାନ ପାରାଦୀପ ଠାରୁ ୧୮୦ ଓ ଧାମରା ଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ ଦିଗରେ ଭୀଷଣ ବାତ୍ୟା ରହିଛି । ଘଣ୍ଟାପ୍ରତି ୧୨ କିମି ବେଗରେ ଆଗକୁ ମାଡି ଆସୁଛି ବାତ୍ୟା । ଭିତରକନିକା ଓ ଧାମରା ମଧ୍ୟରେ ସ୍ଥଳଭାଗ ଛୁଇଁବ ବାତ୍ୟା ଦାନା’ । ଆକଳନ ଅନୁଯାୟୀ ଆଜି ମଧ୍ୟରାତ୍ରୀରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହେବ । 

୩ ଜିଲ୍ଲାରେ ବେଶୀ ପବନ ହେବ କହିଲେ IMD ଡିଜି । କେନ୍ଦ୍ରାପଡ଼ା, ଭଦ୍ରକ ଏବଂ ବାଲେଶ୍ବରରେ ବେଶୀ ପବନ ହେବ । ଉକ୍ତ ୩ ଜିଲ୍ଲାରେ ୧୦୦ ରୁ ୧୨୦ କିମି ପବନ ବହିପାରେ । ଏବେ ପାରାଦୀପ ଠାରୁ ୨ଶହ କିମି ଦୂରରେ ଅଛି ବାତ୍ୟା । ସେଠାରେ ଏବେ ପବନ ବେଗ ୯୫ ରୁ ୧୦୫ କି.ମି ରହିଛି । 

ବାତ୍ୟା `ଦାନା'କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ବାତ୍ୟା ମୁକାବିଲା
ବାତ୍ୟା ମୁକାବିଲା ପ୍ରସ୍ତୁତି ନେଇ ସନ୍ତୋଷ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସନ୍ଧ୍ୟାରେ ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କର
CYCLONE DANA
ରାତି 3 ଟାରୁ ଭୋର୍ ମଧ୍ୟରେ ହୋଇଯିବ ଲ୍ୟାଣ୍ଡଫଲ୍
ଅର୍ଗସ ବ୍ୟୁରୋ: ଉପକୂଳ ଆଡକୁ ମାଡି ଆସୁଛି ବାତ୍ୟା ଦାନା । ଆଜି ରାତି ଘଡିସନ୍ଧି ମୁହୂର୍ତ୍ତ । ଧୀରେ ଧୀରେ ବଢୁଛି ବର୍ଷା ଓ ପବନ । ଅଶାନ୍ତ ହେଉଛି ସମୁଦ୍ର । ପାଣିପାଗ ବିଭାଗର ଆକଳ ଅନୁଯାୟ
ବାତ୍ୟା ମୁକାବିଲା ପାଇଁ
ବାତ୍ୟା ମୁକାବିଲା ପାଇଁ ସରକାରଙ୍କ ବ୍ୟାପକ ପ୍ରସ୍ତୁତି
ଅର୍ଗସ ବ୍ୟୁରୋ: ସ୍ଥଳ ଭାଗ ମୁହାଁ ବାତ୍ୟା। ସଚିବାଳୟରେ ଘନ ଘନ ବୈଠକ । ସ୍ଥିତିର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମନ୍ତ୍ରୀ ବିଭାଗୀୟ ସଚିବ ଓ ଜିଳ୍ଲପାଳ ଙ୍କ ସହ ଆଲୋଚନ