ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି
by Argus News
Fri, Oct 25 | 4:28 a.m.

ଅର୍ଗସ ବ୍ୟୁରୋ: ବାତ୍ୟା ପ୍ରଭାବରେ ଭିତରକନିକା ଅଞ୍ଚଳରେ ପ୍ରବଳ ପବନ ବୋହୁଛି । ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି । ପବନ ପ୍ରଭାବରେ ଭିତରକନିକାରେ ଉଠିଲା ଜୁଆର । ଆଉ କିଛି ସମୟ ପର୍ଯ୍ୟନ୍ତ ଚାଲିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ପବନ ସମ୍ପୂର୍ଣ୍ଣ ସ୍ଥଳଭାଗ ଛୁଇଁଲେ ବେଗ କମିବ । ପୂର୍ବାହ୍ନରେ ଏହାର ତୀବ୍ରତା କମି ‘ବାତ୍ୟା’କୁ ଖସିବ । ଅପରାହ୍ନରେ ବାତ୍ୟାଟି ଗଭୀର ଅବପାତକୁ ଖସିବା ନେଇ ସୂଚନା ଦେଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । 
 

 

HOROSCOPE
20m ago
ଆଜି ଏହି 3 ରାଶି ପାଇଁ ଭାରି ବିପଦ...
ଅର୍ଗସ ବ୍ୟୁରୋ: ଆଜି କେମିତି କଟିବ ଆପଣଙ୍କ ଦିନ । କଣ ରହିଛି ଆପଣଙ୍କ ଭାଗ୍ୟ ଭବିଷ୍ୟତ । ପଢନ୍ତୁ... ମେଷ- ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲିଯାଇଥିବା ବନ୍ଧ
CYCLONE DANA
ଆହୁରି 1 ରୁ 2 ଘଣ୍ଟା ଲାଗି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା
ଅର୍ଗସ ବ୍ୟୁରୋ: ସ୍ଥଳ ଭାଗ ପ୍ରବେଶ କରୁଛି ବାତ୍ୟାର ଶେଷ ଅଂଶ । ଆହୁରି 1 ରୁ 2 ଘଣ୍ଟା ଲାଗି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଘଣ୍ଟାକୁ 12 କିମି ବେଗରେ ଅତିକ୍ରମ କରୁଛି ବାତ୍ୟା
CYCLONE DANA
ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି
ଅର୍ଗସ ବ୍ୟୁରୋ: ବାତ୍ୟା ପ୍ରଭାବରେ ଭିତରକନିକା ଅଞ୍ଚଳରେ ପ୍ରବଳ ପବନ ବୋହୁଛି । ଘଣ୍ଟାପ୍ରତି ୧୦୦ ରୁ ୧୨୦ କିମି ବେଗରେ ପବନ ବହୁଛି । ପବନ ପ୍ରଭାବରେ ଭିତରକନିକାରେ ଉଠିଲା ଜୁଆର । ଆଉ କିଛ