ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’
by Argus News
Thu, Oct 24 | 5:38 p.m.

ଅର୍ଗସ ବ୍ୟୁରୋ: ପାରାଦୀପ ଠାରୁ 150 କି.ମି ଦୂରରେ ବାତ୍ୟା ଦାନା । ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ‘ଦାନା’ । ଗତ ୬ ଘଣ୍ଟାରେ ୧୦ କି.ମି ବେଗରେ ଗତି କରୁଛି । ପାରାଦୀପର ଦକ୍ଷିଣପୂର୍ବକୁ ୧୫୦ କି.ମି ଦୂରରେ ବାତ୍ୟା । ଧାମରାର ଦକ୍ଷିଣ ଦକ୍ଷିଣ-ପୂର୍ବର ୧୮୦ କିମି ଦୂରରେ ଅବସ୍ଥିତି । ସାଗର ଦ୍ବୀପର ଦକ୍ଷିଣକୁ ୨୫୦ କି.ମି ଦୂରରେ ରହିଛି । ଆଜି ମଧ୍ୟରାତି ଓ କାଲି ସକାଳ ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ ଦାନା । ଭିତରକନିକା ଓ ଧାମରା ପାଖରେ ଲ୍ୟାଣ୍ଡଫଲ୍‌ ଆକଳନ ହୋଇଛି । ଲ୍ୟାଣ୍ଡଫଲ୍‌ ବେଳେ ପବନର ବେଗ ୧୦୦ ରୁ ୧୨୦ କିମି ରହିବା ନେି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  
 

 

ବାତ୍ୟା ମୁକାବିଲା ପାଇଁ
25m ago
ବାତ୍ୟା ମୁକାବିଲା ପାଇଁ ସରକାରଙ୍କ ବ୍ୟାପକ ପ୍ରସ୍ତୁତି
ଅର୍ଗସ ବ୍ୟୁରୋ: ସ୍ଥଳ ଭାଗ ମୁହାଁ ବାତ୍ୟା। ସଚିବାଳୟରେ ଘନ ଘନ ବୈଠକ । ସ୍ଥିତିର ସମୀକ୍ଷା କରୁଛନ୍ତି ମୁଖ୍ୟମନ୍ତ୍ରୀ । ବିଭିନ୍ନ ମନ୍ତ୍ରୀ ବିଭାଗୀୟ ସଚିବ ଓ ଜିଳ୍ଲପାଳ ଙ୍କ ସହ ଆଲୋଚନ
ଦାନା ମୁକାବିଲା
32m ago
ଦାନା ମୁକାବିଲା; ରାଜ୍ୟ ବିଜେପି କାର୍ଯ୍ୟାଳୟରେ 24 ଘଣ୍ଟିଆ କଣ୍ଟ୍ରୋଲ୍ ରୁମ୍
ଭୁବନେଶ୍ୱର: ଆମ ରାଜ୍ୟରେ ସାମ୍ପ୍ରତିକ ବାତ୍ୟା "ଦାନା"ର ପୂର୍ବବର୍ତ୍ତୀ ଓ ପରବର୍ତ୍ତୀ ଅବସ୍ଥା ତଥା ଏହାର ନିରାକରଣ ସଂକ୍ରାନ୍ତୀୟ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଖୋଲାଯା
ବାତ୍ୟା ପାଇଁ
34m ago
ବାତ୍ୟା ପାଇଁ କୋଲକାତା ବିମାନବନ୍ଦରରୁ ବିମାନ ବାତିଲ୍‌
ଅର୍ଗସ ବ୍ୟୁରୋ: ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାର