ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା
by Argus News
Wed, Oct 23 | 11:42 a.m.

ଅର୍ଗସ ବ୍ୟୁରୋ : ଭିତରକନିକା ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍ କରିବ ଦାନା । ୨ ଘଣ୍ଟା ପର୍ଯ୍ୟନ୍ତ ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ୧୨୦ କିଲୋମିଟର ଯାଏଁ ବହିପାରେ ପବନର ବେଗ ।

ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ଦାନା

ବର୍ତ୍ତମାନ ଘଣ୍ଟାପ୍ରତି ୧୫ କିମି ବେଗରେ ଗତି କରୁଛି  । ଭୀଷଣ ବାତ୍ୟାରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବ । ଲ୍ୟାଣ୍ଡଫଲ୍‌ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା

CYCLONE DANA
now
ମାଡ଼ ହେବାର ୩୦ କି.ମିକୁ ଘାଣ୍ଟିବ !
ଅର୍ଗସ ବ୍ୟୁରୋ : ସ୍ଥଳଭାଗ ଆଡକୁ ପାଖେଇ ଆସୁଛି ବାତ୍ୟା ଦାନା । ସମୁଦ୍ରରେ ଘଂଟାପ୍ରତି ୧୮ କିମି ବେଗରେ ବାତ୍ୟା ମାଡ଼ି ଆସୁଛି । ଧୀରେ ଧୀରେ ପାରାଦୀପ ରାଡରରେ ବାତ୍ୟା ଦୃଶ୍ୟମା
ବାତ୍ୟା
22m ago
ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ
ଅର୍ଗସ ବ୍ୟୁରୋ : ସ୍ଥଳଭାଗ ଛୁଇଁଲା ବାତ୍ୟାର ବାହ୍ୟବଳୟ । ଭଦ୍ରକ, କେନ୍ଦ୍ରାପଡ଼ାର କିଛି ଅଞ୍ଚଳରେ ବାତ୍ୟାର ବାହ୍ୟ ବଳୟ ସ୍ପର୍ଶ । ପାରାଦୀପ ରାଡାର୍‌ ତଥ୍ୟରୁ ପାଣିପା
BJP
29m ago
ବିଜେପି ପକ୍ଷରୁ ହେଲ୍ପ ଲାଇନ୍ ନଂ ୦୬୭୪-୨୩୯୩୯୮୪ ଜାରି
ଅର୍ଗସ ବ୍ୟୁରୋ: ବତ୍ୟା ପାଇଁ ଜୋରଦାର ପ୍ରସ୍ତୁତି । ବିଜେପିର ବାତ୍ୟା ହେଲ୍ପ ଲାଇନ୍ ଜାରି ହୋଇଛି । ବିଜେପି ପକ୍ଷରୁ ହେଲ୍ପ ଲାଇନ୍ ନଂ ୦୬୭୪-୨୩୯୩୯୮୪ ଜାରି । ଏନେଇ ବିଜେପି ରାଜ୍