ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ
by Argus News
Fri, Dec 01 | 11:24 a.m.

ଅର୍ଗସ ବ୍ୟୁରୋ:  ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ଲଘୁଚାପ । ଏହା ଅଧିକ ଘନିଭୂତ ହୋଇ ଆଜି ଅବପାତର ରୂପ ନେବାର ସମ୍ଭାବନା ରହିଛି । ପରେ ୩ ତାରିଖ ଦିନ ବାତ୍ୟାର ରୂପ ନେବ ବୋଲି ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ୪ ତାରିଖ ଭୋର ସମୟରେ ଉତ୍ତର ତାମିଲନାଡୁ କିମ୍ବା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ପାଖାପାଖି ପହଞ୍ଚିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୪ ତାରିଖରୁ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ତେବେ ଏହା କେଉଁଠି କେଉଁଠି ଲ୍ୟାଣ୍ଡଫଲ କରିବ ତାହା ଅବପାତରେ ପରିଣତ ହେବା ପରେ ସ୍ପଷ୍ଟ ହେବ ।

ଅଧିକ ପଢ଼ନ୍ତୁ ଦେଶ ଖବର:

 

ସିଏମ୍ କିଷାନ
କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନାର ଶୁଭାରମ୍ଭ
ଭୁବନେଶ୍ୱର: ଗଣପର୍ବ ନୂଆଁଖାଇକୁ ନେଇ ଉତ୍ସବ ମୁଖର ସମଗ୍ର ପଶ୍ଚିମ ଓଡ଼ିଶା। ଇଷ୍ଟଦେବୀଙ୍କୁ ନବାନ୍ନ ଅର୍ପଣ ପରେ ନୁଆଁ ଖାଇବେ ଲୋକେ। କାଲି ସମ୍ବଲପୁରରେ ସିଏମ୍ କିଷାନ ଯୋଜନା
ଧର୍ମେନ୍ଦ୍ର
ତିନି ଦିନିଆ ଓଡ଼ିଶା ଗସ୍ତରେ ଧର୍ମେନ୍ଦ୍ର
ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି କେନ୍ଦ୍ରମନ୍ତ୍ରୀ। ଆଜି ଟ୍ରେନ୍ ଯୋଗ
ମହିଳା ଲାଭାର୍ଥୀ
ଓଡିଶା ଇତିହାସର ଗୋଟିଏ ଯୋଜନାରେ ସବୁଠୁ ଅଧିକ ମହିଳା ଲାଭାର୍ଥୀ
ଭୁବନେଶ୍ୱର: ସୁଭଦ୍ରା, ଓଡ଼ିଶା ଇତିହାସରେ ଗୋଟିଏ ଯୋଜନାରେ ସର୍ବାଧିକ ମହିଳା ଲାଭାର୍ଥୀ । ସାରା ରାଜ୍ୟରେ ଉଛୁଳା ଉତ୍ସାହ । ସୁଭଦ୍ରା ରଥର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କହିଲେ