ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା
by Argus News
Fri, May 24 | 1:08 p.m.

ଭୁବନେଶ୍ୱର:  ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା । ୨୬ ସନ୍ଧ୍ୟା ସୁଦ୍ଧା ନେବ ଭୀଷଣ ରୂପ ।  26 ସନ୍ଧ୍ୟାରେ ସ୍ଥଳ ଭାଗ ଛୁଇଁପାରେ । ବର୍ତ୍ତମାନ ବଙ୍ଗୋପସାଗରରେ ସୁଦୃଶ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ କାଲି ସକାଳ ସୁଦ୍ଧା ଘନୀଭୂତ ହୋଇ ବାତ୍ୟାରେ ପରିଣତ ହୋଇପାରେ । ପରେ କ୍ରମଶଃ ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବ । ଓଡ଼ିଶା ଉପରେ ବାତ୍ୟାର ସେପରି ପ୍ରଭାବ ନଥିବା ପୂର୍ବରୁ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ ।
 

 

ରାପିଡ ରେଲ୍
ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ୍
ଅର୍ଗସ ବ୍ୟୁରୋ: ଦେଶରେ ଗଡ଼ିଲା ପ୍ରଥମ ନମୋ ଭାରତ ରାପିଡ ରେଲ । ଉଦ୍‌ଘାଟନ ପୂର୍ବରୁ ଦେଶର ପ୍ରଥମ ବନ୍ଦେ ଭାରତ ମେଟ୍ରୋ ଟ୍ରେନର ନାମ ବଦଳିଛି। ରେଲୱେ ପକ୍ଷରୁ ଏହି ସୂଚନା ଦିଆଯାଇଛି
ଓ୍ବାକଫ୍ ସଂଶୋଧନ ବିଲ୍
ଆରମ୍ଭ ହେବାକୁ ଯାଉଛି ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ ଦ୍ବିତୀୟ ବୈଠକ
ଅର୍ଗସ ବ୍ୟୁରୋ: ଓ୍ବାକଫ୍ ସଂଶୋଧନ ବିଲ୍ ପାଇଁ ଗଠିତ ଯୁଗ୍ମ ସଂସଦୀୟ କମିଟିର ଦ୍ବିତୀୟ ବୈଠକ ହେବାକୁ ଯାଉଛି । ଆସନ୍ତା 19 ତାରିଖରୁ ପାଟନା ଲ କଲେଜରେ 2 ଦିନିଆ ବୈଠକ ଆରମ୍ଭ ହେବ । ବିଲ
କାଶତଣ୍ଡି
ବାଟୋଇକୁ ହାତ ଠାରି ଡାକୁଛି କାଶତଣ୍ଡି, କହୁଛି ନିଜର ପ୍ରେମ କାହାଣୀ...
ବ୍ରହ୍ମଗିରି: ପ୍ରକୃତିର କାନଭାସ୍ ରେ କାଶତଣ୍ଡି ଯେପରି ଏକ ତୂଳୀର ସ୍ପର୍ଶ । ତା’ର ବାସନା ନାହିଁ ସତ ହେଲେ ତା’ର ଶୁଭ୍ରରୂପ ବଦଳାଇ ଦିଏ ତନୁ ମନ । ସତରେ ବାଟୋଇଟିଏ ହଜିଯା