୧୨ ମିନିଟ୍‌ ନିରବ ରୁହନ୍ତୁ, ଚମତ୍କାର ଫାଇଦା ପାଆନ୍ତୁ...
by Argus News
Thu, May 09 | 1:53 p.m.

ଅର୍ଗସ ବ୍ୟୁରୋ:  ନିରବ ରୁହନ୍ତୁ। ଦୂର ହେବ ଚାପ । ପ୍ରତ୍ୟେକ ଦିନ କରନ୍ତୁ ଏହି କାମ କରନ୍ତୁ । ଦୂର ହୋଇଯିବ ଆପଣଙ୍କ ସମସ୍ତ ଚାପ। ବିଶ୍ୱାସ ହେଉନାହିଁ ଯଦି ଥରେ କରିକି ଦେଖନ୍ତୁ। ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଅଧିକାଂଶ ଲୋକ ଚାପରେ ରହୁଥିବା ଦେଖାଯାଉଛି । ପାରିବାରିକ ସମସ୍ୟା, ବୃତ୍ତିଗତ ଜୀବନରେ କାର୍ଯ୍ୟ ଭାର ଚିନ୍ତା, ଆର୍ଥିକ ସମସ୍ୟା, ସ୍ୱାସ୍ଥ୍ୟଗତ ସମସ୍ୟା ଆଦି ବିଭିନ୍ନ କାରଣରୁ ଲୋକମାନେ ଅଶାନ୍ତିରେ ଜୀବନ ଯାପନ କରୁଛନ୍ତି । 

ଯଦି ଦିନକୁ କେବଳ ୧୨ ମିନିଟ୍ ନିରବରେ ବିତାଇ ପାରିବେ ତେବେ ଆପଣଙ୍କୁ ଅନେକ ଫାଇଦା ମିଳିବ । ସେତେବେଳେ ଆପଣଙ୍କର ବ୍ରେନ ଶାନ୍ତ ହୋଇଯାଇଥାଏ ଓ ରିଲାକ୍ସ ମୁଡ଼ରେ ଚାଲିଯାଇଥାଏ । ଏହି ଅବସରରେ ଶରୀର ରେଷ୍ଟୋରେସନ ମୋଡ଼ରେ କାମ କରିଥାଏ ଓ ବ୍ରିଡ ଡିଟକ୍ସରେ ତାହା ସହାୟକ ହୋଇଥାଏ । ଫଳରେ ଆପଣଙ୍କୁ ଓଭର ଥିଙ୍କିଂ ଓ ଚିନ୍ତାକୁ ନିୟନ୍ତ୍ରଣରେ ସହାୟତା ମିଳିଥାଏ । ନିରବ ରହିବା ଆପଣଙ୍କୁ ମାନସିକ ଭାବେ ମଜବୁତ କରିଥାଏ ।

ଅଧିକ ପଢ଼ନ୍ତୁ ଜୀବନ ଶୈଳୀ ଖବର: 

 

PM
27m ago
ଶେଷ ହେଲା ପୁରୀ ରୋଡ଼ ସୋ', ଏବେ ଅନୁଗୁଳରେ କରିବେ ସାଧାରଣ ସଭା
ଅର୍ଗସ ବ୍ୟୁରୋ : ସରିଲା ମୋଦିଙ୍କ ବିଶାଳ ରୋଡ଼ ସୋ' । ମରିଚକୋଟରୁ ଆରମ୍ଭ ହୋଇଥିବା ଏହି ରୋଡ଼ ସୋ' ମେଡିକାଲ ଛକରେ ଶେଷ ହୋଇଛି । ଏହି ରୋଡ଼ ସୋ ରେ ସମଗ୍ର ବଡ଼ଦାଣ୍ଡ ପାଲଟିଥିଲ
DHARMENDRA PRADHAN
41m ago
ବମପରଡ଼ା ସାଧାରଣ ସଭାରେ ଯୋଗ ଦେବେ ଧର୍ମେନ୍ଦ୍ର ପ୍ରଧାନ
ଅର୍ଗସ ବ୍ୟୁରୋ: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦେବଗଡ଼ ଜିଲ୍ଲା ଗସ୍ତ । ଦେବଗଡ଼ ଜିଲ୍ଲା ବାରକୋଟ ବ୍ଲକ ବମପରଡ଼ାଠାରେ ସାଧାରଣ ସଭାରେ ଯୋଗ ଦେବେ।ଲୋକସଭ
IRAN PRESIDENT
ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁ
ଅର୍ଗସ ବ୍ୟୁରୋ: ପରଲୋକରେ ଇରାନ ରାଷ୍ଟ୍ରପତି । ହେଲିକପ୍ଟର ଦୁର୍ଘଟଣାରେ ଇରାନ ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ମୃତ୍ୟୁ ହୋଇଥିବା ସୂଚନା। ତାଙ୍କ ସହ ବୈଦେଶିକ ମନ୍ତ୍ରୀ ମଧ୍