ମୃତଦେହ ଠାବ, ପୋଲିସର ତଦନ୍ତ ଜାରି
by Argus News
Sun, Jan 14 | 2:59 p.m.

ଅର୍ଗସ ବ୍ୟୁରୋ:  ସନ୍ଦେହ ଜନକ ଅବସ୍ଥାରେ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଠାବ । ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ମାଇଛେଳି ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ମୃତଦେହ ଥିବା ସ୍ଥାନୀୟ ଲୋକେ ଦେଖିଥିଲେ । ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ l ପୋଲିସ ଖବର ପାଇ ତଦନ୍ତ ଆରମ୍ଭ କରିଥିବା ବେଳେ ମୃତକ ଯୁବକଙ୍କ ପରିଚୟ ମିଳିପାରିନାହିଁ l ଏହା ଆତ୍ମହତ୍ୟା ନା ଆଉ କିଛି ସେ ନେଇ ସନ୍ଦେହ ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଅଧିକ ପଢ଼ନ୍ତୁ ଓଡିଶା ଖବର:

24 ELECTION
40m ago
ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ
ଅର୍ଗସ ବ୍ୟୁରୋ : ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ । ଆସନ୍ତା ସୋମବାର ଦିନ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ । ୫ଟି ସଂସଦୀୟ କ୍ଷେତ୍ରର ୩୫ଟି ନିର୍ବାଚନ ମଣ୍ଡଳୀର
ARVIND KEJRIWAL
44m ago
ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ
ଅର୍ଗସ ବ୍ୟୁରୋ : ଆପ୍ ସାଂସଦ ସ୍ବାତୀ ମାଲିଓ୍ବାଲ ଦୁର୍ବ୍ୟବହାର ମାମଲାରେ କାର୍ଯ୍ୟାନୁଷ୍ଠାନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କୁ ଗିର
UPI
UPI ୱାଲେଟକୁ ଆକ୍ଟିଭେଟ କିପରି କରିବେ ?
ଅର୍ଗସ ବ୍ୟୁରୋ: ପେଟିଏମ୍ ୟୁପିଆଇ ଲାଇଟ୍ ବ୍ୟବହାର କରିଛନ୍ତି ? ଏହା ହେଉଛି ଏକ ଅନ ଡିଭାଇସ ୱାଲେଟ। ଏଥିରେ ଗ୍ରାହକ ମାନେ ସହଜରେ ଟଙ୍କା ଜମା କରିବା ସହ ନେଣଦେଣ ମଧ୍ୟ କରିପାରିବେ । ଏଥିର